Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗଞ୍ଜେଇ ଜବତ ସହ, ଜଣେ ଗିରଫ

by ସଞ୍ଜୟ ସ୍ୱାଇଁ
August 9, 2022
in Crime, State
୨ଟି ଗାଡିରୁ ଦେଢ ଟନ ଗଞ୍ଜେଇ ଜବତ, ହୋମଗାର୍ଡଙ୍କ ସମେତ ୪ଜଣଙ୍କୁ ଗିରଫ
55
VIEWS
Share on FacebookShare on Twitter

ଜଟଣୀ, (ବାଘୁଆବାର୍ତ୍ତା): ଖୋର୍ଦ୍ଧା ରୋଡ୍ ଆରପିଏଫ୍ ଓ ଜିଆରପିର ମିଳିତ ଚଢାଉ । ଗଞ୍ଜେଇ ଜବତ ସହ ଜଣଙ୍କୁ ଗିରଫ କରାଯାଇଛି । ସୂଚନାଯୋଗ୍ୟ ଯେ, ଖୋର୍ଦ୍ଧା ରୋଡ୍ ରେଳମଣ୍ଡଳର ଆରପିଏଫ୍‌ ସିବିଆଇ ଟିମ୍ ଠାରୁ ଗଞ୍ଜେଇ ଚାଲାଣ ନେଇ ଖବର ପାଇଥିଲା । ସୋମବାର ରାତିରେ ଟ୍ରେନ୍ ନମ୍ବର ୨୨୮୨୭ ପୁରୀ-ସୁରତ ଏକ୍ସପ୍ରେସ ଗଂଜେଇ ଚାଲାଣ ହେଉଛି ବୋଲି ଆରପିଏଫ୍‌ ଖବର ପାଇଥିଲା । ଖବର ପାଇ ସଙ୍ଗେ ସଙ୍ଗେ ଆରପିଏଫ୍‌ ଓ ଜିଆରପି ମିଳିତ ଭାବେ ୪ ନମ୍ବର ପ୍ଲାଟଫର୍ମ ଉପରେ ଚଢାଉ ବେଳେ ସନ୍ଦେହଜନକ ଭାବେ ବୁଲୁଥିବା ଜଣେ ବ୍ୟକ୍ତିକୁ ପଚରାଉଚରା ସମୟରେ ତା ନିକଟରୁ ଧଳା ଜରି ବସ୍ତାରୁ ୧୧କେଜି ୨ଶହ ଗ୍ରାମ ଗଞ୍ଜେଇ ଜବତ କରିଥିଲା କରାଯାଇଥିଲା । ବ୍ୟକ୍ତି ଜଣକ ହେଲେ ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଂଚଳର ଏନ୍. ଗଣେଶ ରେଡ୍ଡୀକୁ ଗିରଫ କରିଥିଲା ଜିଆରପି । ଏଇନେଇ ଏନଡିପିଏସ ଆକ୍ଟରେ କେସ୍ ରୁଜୁ କରି କୋର୍ଟ ଚାଲାଣ କରିଛି ଜିଆରପି । ଜବତ ହୋଇଥିବା ଗଂଜେଇର ଆନୁମାନିକ ମୂଲ୍ୟ ୧ ଲକ୍ଷ ୧୦ ହଜାର ଟଙ୍କା ହେବ ବୋଲି ଜିଆରପି କହିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!