Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିପୁଳ ପରିମାଣରେ ମହୁଲ ପୋଚ ଓ ଦେଶୀ ମଦ ଜବତ

by ସଞ୍ଜୟ ସ୍ୱାଇଁ
August 11, 2022
in Crime, State
ବିପୁଳ ପରିମାଣରେ ମହୁଲ ପୋଚ ଓ ଦେଶୀ ମଦ ଜବତ
52
VIEWS
Share on FacebookShare on Twitter

ପାଟଣାଗଡ଼, (ବାଘୁଆବାର୍ତ୍ତା): ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ଥାନା ଗମ୍ଭାରୀ ଗାଁରୁ ବିପୁଳ ପରିମାଣରେ ବେଆଇନ ଦେଶୀ ମଦ ଜବତ। ୩୫୦୦ କେ.ଜି ମହୁଲ ପୋଚ ଏବଂ ୧୯୮ ଲିଟର ଦେଶୀ ମଦ ନଷ୍ଟ କଲା ପାଟଣାଗଡ଼ ଅବକାରୀ ବିଭାଗ। ଏହା ସହ ୩ ଜଣ ଅଭିଯୁକ୍ତ ଗିରଫ ହୋଇଛନ୍ତି। ଗିରଫ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି। ସୂଚନାନୁଯାୟୀ, ଖପ୍ରାଖୋଲ ଥାନା ଗମ୍ଭାରି ଗାଁରେ ବେଆଇନ ଭାବରେ ଦେଶି ମଦ ରନ୍ଧା ଯାଉଥିବା ଖବର ପାଇ ପାଟଣାଗଡ ଅବକାରୀ ବିଭାଗ ବିଭିନ୍ନ ସ୍ଥାନରେ ଚଢାଉ କରିଥିଲା। ଏହି ସମୟରେ ମଦ ରନ୍ଧା ପାଇଁ ଆବଶ୍ୟକୀୟ ସାମଗ୍ରୀ ସହ ୩୫୦୦ କେ.ଜି ମହୁଲ ପୋଚ ଏବଂ ୧୯୮ ଲିଟର ଦେଶୀ ମଦ ନଷ୍ଟ କରିଛି ପୋଲିସ। ଏହି ଘଟଣାରେ ୩ ଜଣ ଅଭିଯୁକ୍ତ ଗିରଫ ହୋଇଛନ୍ତି। ଗିରଫ ଅଭିଯୁକ୍ତମାନେ ହେଲେ ଡୋଳାମଣି ଧରୁଆ, ଡୁଗୁରୁ କୁଅଁର ଏବଂ ଡୋଲାମଣି। ଏହି ସମସ୍ତଙ୍କୁ ଆଜି କୋର୍ଟ ଚାଲାଣ କରିଛି ପୋଲିସ। ତେବେ ନଷ୍ଟ ହୋଇଥିବା ମହୁଲ ପୋଚ ଓ ଦେଶୀ ମଦର ମୂଲ୍ୟ ପାଖାପାଖି ୨ ଲକ୍ଷରୁ ଉର୍ଦ୍ଧ୍ଵ ହେବ ବୋଲି ଅବକାରୀ ଅଧିକାରୀ ସତ୍ୟ ନାରାୟଣ ଦାସ କହିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!