Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୦ ଲକ୍ଷ ଟଙ୍କାର ବ୍ରାଉନ୍ ସୁଗାର ଜବତ

by ସଞ୍ଜୟ ସ୍ୱାଇଁ
August 13, 2022
in Crime, State
୨୦ ଲକ୍ଷ ଟଙ୍କାର ବ୍ରାଉନ୍ ସୁଗାର ଜବତ
82
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜଧାନୀ ଭୁବନେଶ୍ୱର ଅନ୍ତର୍ଗତ କେଦାରପଲ୍ଲୀର ପୁଲିସ୍ ମିତ୍ର ସହଦେବ ନାୟକ ଅଟକ। ବ୍ରାଉନସୁଗାର କାରବାରରେ ସଂପୃକ୍ତି ସନ୍ଦେହରେ ସେ ଅଟକ ଅଛନ୍ତି। ସହଦେବଙ୍କ ଭାଇ ଟୁନା ନାୟକଙ୍କୁ ଅବକାରୀ ପୁଲିସ୍ ଗିରଫ କରିଛି। ଆଜି ଟୁନା ନାୟକଙ୍କ ଠାରୁ ୨୦ ଲକ୍ଷ ଟଙ୍କାର ବ୍ରାଉନ୍ ସୁଗାର ଜବତ କରାଯାଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଅବକାରୀ ଅଧିକାରୀମାନେ ସହଦେବଙ୍କ ଘରେ ଚଢ଼ାଉ କରିଥିଲେ। ଅବକାରୀ ପୁଲିସକୁ ଦେଖି ଟୁନା ବ୍ରାଉନ୍‌ ସୁଗାର ଧରି ଦୌଡ଼ି ଥିଲେ। ବିଭାଗୀୟ କର୍ମଚାରୀମାନେ ତାଙ୍କ ପିଛା କରି ଶେଷରେ କାବୁ କରିନେଇଥିଲେ। ଦୁଇ ଜଣଙ୍କୁ ଅବକାରୀ ପୁଲିସ ଅଧିକ ପଚରାଉଚରା କରୁଛି। ତେବେ ବଡ଼ ଭାଇର ଏହି କଳା ସାମ୍ରାଜ୍ୟ ନେଇ ପୁଲିସ ମିତ୍ର ଥିବା ସାନଭାଇ ସହଦେବ ଜାଣି ନ ଥିଲା, ନା ଏହି କଳା ସାମ୍ରାଜ୍ୟ ବୃଦ୍ଧି କରିବାରେ ପୃଷ୍ଠପୋଷକ ଥିଲା ତାହା ତଦନ୍ତ ପରେ ଜଣାପଡ଼ିବ ବୋଲି ଅବକାରୀ ବିଭାଗ ପକ୍ଷରୁ ସୂଚନା ମିଳିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!