Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କୁଣ୍ଡା ଭିତରେ ଗଞ୍ଜେଇ : ଦିଲ୍ଲୀ ଚୋରାଚାଲାଣ ବେଳେ ୪୫୦୦ କେଜି ଗଞ୍ଜେଇ ଜବତ

by ସଞ୍ଜୟ ସ୍ୱାଇଁ
August 18, 2022
in Crime, State
କୁଣ୍ଡା ଭିତରେ ଗଞ୍ଜେଇ : ଦିଲ୍ଲୀ ଚୋରାଚାଲାଣ ବେଳେ ୪୫୦୦ କେଜି ଗଞ୍ଜେଇ ଜବତ
96
VIEWS
Share on FacebookShare on Twitter

ରାୟଗଡ଼ା, (ବାଘୁଆବାର୍ତ୍ତା): ରାୟଗଡ଼ା ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ଗୁରୁବାର ମଧ୍ୟାହ୍ନ ସମୟରେ ଏକ କୁଣ୍ଡା ବୋଝେଇ ଟ୍ରକରୁ ୪୫୦୦ କେଜି ଗଞ୍ଜେଇ ଜବତ କରାଯାଇଛି । ଏହି ଘଟଣାରେ ଦୁଇ ଜଣଙ୍କୁ ଗିରଫ କରିଛି ଅବକାରୀ ବିଭାଗ । ସୂଚନାଯୋଗ୍ୟ ଯେ, ସିଜି-୧୩-ବାଇ-୫୨୬୩ ନମ୍ବର ବିଶିଷ୍ଟ ଏକ ଟ୍ରକ୍ ଯୋଗେ ୧୨୭ ବସ୍ତାରେ ଗଞ୍ଜେଇ ଚାଲାଣ ହେଉଥିଲା । ଅବକାରୀ କର୍ମଚାରୀମାନେ ମଦ ଧରପଗଡ ପାଇଁ ପାଟ୍ରୋଲିଂ କରୁଥିଲେ । ସେହି ସମୟରେ ଦୃତ ଗତିରେ ଟ୍ରକଟି ବାଇପାସ୍ ରାସ୍ତାରେ ଯାଉଥିବା ସମୟରେ ଅଟକାଇ ଯାଞ୍ଚ କରିଥିଲେ । ଯାଞ୍ଚ ସମୟରେ ପ୍ରଥମେ କୁଣ୍ଡା ବାହାରିଥିବା ବେଳେ ଭିତରେ ବସ୍ତାରେ ଗଞ୍ଜେଇ ରହିଥିଲା । ତୁରନ୍ତ ଟ୍ରକ ଜବତ କରି ଜିଲ୍ଲା ଅବକାରୀ କାର୍ୟ୍ୟାଳୟ ଅଣାଯାଇଥିଲା । ପୁନର୍ବାର ଯାଞ୍ଚ ପରେ ସେଥିରୁ ବିପୁଳ ପରିମାଣର ଗଞ୍ଜେଇ ବାହାରିଥିଲା । ଓଜନ କରିବା ପରେ ତାହା ୪୫୦୦ କେଜି ବୋଲି ଜଣାପଡିଛି । ବିଶାଖାପାଟଣାରୁ କୋରାପୁଟ ଦେଇ ଗଞ୍ଜେଇ ଦିଲ୍ଲୀ ଚୋରାଚାଲାଣ ହେଉଥିବା ଅବକାରୀ ଅଧିକ୍ଷକ ସୂଚନା ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!