Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁଲିସ ଇନଫର୍ମର ସନ୍ଦେହରେ ଯୁବକଙ୍କୁ ହତ୍ୟା କଲେ ମାଓବାଦୀ

by ସଞ୍ଜୟ ସ୍ୱାଇଁ
August 19, 2022
in Crime, State
ପୁଲିସ ଇନଫର୍ମର ସନ୍ଦେହରେ ଯୁବକଙ୍କୁ ହତ୍ୟା କଲେ ମାଓବାଦୀ
49
VIEWS
Share on FacebookShare on Twitter

ନୂଆପଡା, (ବାଘୁଆବାର୍ତ୍ତା): ନୂଆପଡା ଜିଲ୍ଲା ସୁନାବେଡା ଅଭୟାରଣ୍ୟରେ ପୁଣି ରକ୍ତମୁଖା ହୋଇ ଉଠିଛି ଲାଲ ବାହିନୀ । ଗତ କାଲି ରାତିରେ ଢେକୁନପାଣି ଗାଁ ମୁଣ୍ଡରେ ମାଓବାଦୀ ମାନେ ପୁଲିସ ଇନଫର୍ମର ସନ୍ଦେହରେ ଜଣେ ଯୁବକଙ୍କୁ ହତ୍ୟା କରି ଫିଙ୍ଗି ଦେଇଥିବା ସୂଚନା ମିଳିଛି । ମୃତକ ଯୁବକ ଅନନ୍ତରାମ ରାଉତ(୪୦) ବୋଲି ସ୍ଥାନୀୟ ଲୋକେ କହିଛନ୍ତି । ଛତିଶଗଡ଼ ରାଜ୍ୟ ନାଗରର ଗାଁର ଜଣେ ଯୁବକ ସୁନାବେଡା ଅଭୟାରଣ୍ୟ ଅଧିନ କୋମନା ଥାନା ଢେକୁନପାଣି ଗାଁରେ ରହୁଥିଲେ । ଗତ କାଲି ରାତିରେ ଯୁବକ ଜଣକ ଶୋଇଥିବା ବେଳେ ମାଓବାଦୀ ମାନେ ତାଙ୍କୁ ଘରୁ ଡାକି ନେଇ ଗାଁ ମୁଣ୍ଡରେ ହତ୍ୟା କରିଥିବା ସୂଚନା ମିଳିଛି । ମୃତକ ଯୁବକ ଅନନ୍ତ ରାମ ରାଉତ ବୋଲି ଜଣା ପଡ଼ିଛି । ଏବେ ଗାଁ ମୁଣ୍ଡରେ ରକ୍ତ ଜୁଡୁବୁଡୁ ମୃତ ଦେହ ପଡି ରହିଥିବା ବେଳେ ଗାଁରେ ଭୟର ବାତାବରଣ ଖେଳି ଯାଇଛି । ଏହା ଏକ ଦୁର୍ଗମ ଓ ମାଓ ପ୍ରବଣ ଅଞ୍ଚଳ ହୋଇଥିବାରୁ ବର୍ତ୍ତମାନ ସୁଦ୍ଧା ଘଟଣା ସ୍ଥଳରେ ପୁଲିସ ପହଂଚି ପାରି ନାହିଁ । ତେବେ ପୁଲିସ ଇନଫର୍ମର ସନ୍ଦେହରେ ଜଣେ ଯୁବକଙ୍କୁ ହତ୍ୟା କରିଥିବା ପୁଲିସ ସ୍ପଷ୍ଟ କରିଥିବା ବେଳେ ପରିଚୟ ଜଣା ପଡିନଥିବା ଜଣେ ପୁଲିସ ଅଧିକାରୀ ସୂଚନା ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!