Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୬୪୦ ବଟଲ କଫ୍ ସିରଫ ଜବତ, ୨ ଗିରଫ

by ସଞ୍ଜୟ ସ୍ୱାଇଁ
August 20, 2022
in Crime, Nayagarh, State
୬୪୦ ବଟଲ କଫ୍ ସିରଫ ଜବତ, ୨ ଗିରଫ
353
VIEWS
Share on FacebookShare on Twitter

ଦଶପଲ୍ଲା, (ବାଘୁଆବାର୍ତ୍ତା): ଦଶପଲ୍ଲା ପୁଲିସକୁ ମିଳିଛି ବଡ଼ ସଫଳତା । ୬୪୦ ବଟଲ କଫ ସିରଫ ଜବତ କରିବା ସହ ଦୁଇ ଜଣଙ୍କୁ ଗିରଫ କରିଛି । ଖଣ୍ଡପଡ଼ା ଗ୍ରାମର କାଶିନାଥ ପଣ୍ଡାଙ୍କ ପୁଅ ଶଙ୍କର୍ଶଣ ପଣ୍ଡା ଓ ଗଣିଆ ଥାନା ଅଞ୍ଚଳର ଜଗନ୍ନାଥ ପ୍ରସାଦ ଗ୍ରାମର ଶ୍ୟାମସୁନ୍ଦର ପରିଡ଼ାଙ୍କ ପୁଅ ପ୍ରଭାତ କୁମାର ପରିଡା ଙ୍କୁ ଦଶପଲ୍ଲା ପୁଲିସ ଗିରଫ କରିଛି । ୧୦୦ ମି.ମି. ର ୬୪୦ ଗୋଟି ବଟଲ ଜବତ କରିବା ସହ ଦୁଇଗୋଟି ମଟର ସାଇକେଲ ଜବତ କରିଛି । ଏଥିସହିତ ସେମାନଙ୍କଠାରୁ ୧୦ ଏମଜି ଲିଭୋସିଜ ଟାବଲେଟ ଜବତ କରିଛି । ସେମାନଙ୍କ ଠାରୁ ୨ ଗୋଟି ମୋବାଇଲ ଫୋନ ପୁଲିସ ଜବତ କରିଛି । ଦଶପଲ୍ଲା ଥାନାରେ ୧୮୧/୨୦୨୨ ରେ ଏକ ମାମଲା ରୁଜ କରାଯାଇ ସେମାନଙ୍କୁ କୋର୍ଟ ଫରୱାର୍ଡ କରାଯାଇଥିବା ଦଶପଲ୍ଲା ଥାନା ଅଧିକାରୀ ବସନ୍ତ କୁମାର ସାହୁ ସୁଚନା ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!