Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭି.ଏସ.ଏସ.ନଗର ରେଳ ଲାଇନରେ ନିକଟରୁ ମିଳିଲା ଯୁବକଙ୍କ ଖଣ୍ଡବିଖଣ୍ଡିତ ମୃତଦେହ

by ସଞ୍ଜୟ ସ୍ୱାଇଁ
August 25, 2022
in Crime, State
ଭି.ଏସ.ଏସ.ନଗର ରେଳ ଲାଇନରେ ନିକଟରୁ ମିଳିଲା ଯୁବକଙ୍କ ଖଣ୍ଡବିଖଣ୍ଡିତ ମୃତଦେହ
67
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଭୁବନେଶ୍ୱର ମଞ୍ଚେଶ୍ବର ଥାନା ଅନ୍ତର୍ଗତ‌ ଭି.ଏସ.ଏସ.ନଗର ରେଳ ଲାଇନରେ ନିକଟରୁ ମିଳିଲା ଯୁବକଙ୍କ ଖଣ୍ଡବିଖଣ୍ଡିତ ମୃତ ଦେହ। ଯୁବକଙ୍କ ପରିଚୟ ମିଳିପାରିନାହିଁ । ତାଙ୍କ ପକେଟରୁ ଏକ ପଲସର ଗାଡି ଚାବି ମିଳିଛି । ତେବେ କେଉଁ ଭଳି ତାଙ୍କର ମୃତୁ ହୋଇଛି ତାହା ଅସ୍ପଷ୍ଟ ହୋଇନାହିଁ । ସେ ଆତ୍ମହତ୍ୟ କରିଛନ୍ତି ନା ଅନ୍ୟ କିଛି ତାହାକୁ ନେଇ ଜିଆରପି ଥାନା ପୋଲିସ୍ ତଦନ୍ତ କରୁଛନ୍ତି । ମୃତଦେହ ଜବତ କରାଯିବା ପରେ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲକୁ ପଠାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!