Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବେଆଇନ ଗର୍ଭପାତ ଘଟଣା, ଡାକ୍ତରାଣୀ ନବନିତାଙ୍କୁ ଅଢ଼େଇ ବର୍ଷ ଜେଲ ଦଣ୍ଡ

by ସଞ୍ଜୟ ସ୍ୱାଇଁ
August 25, 2022
in Crime, State
ବେଆଇନ ଗର୍ଭପାତ ଘଟଣା, ଡାକ୍ତରାଣୀ ନବନିତାଙ୍କୁ ଅଢ଼େଇ ବର୍ଷ ଜେଲ ଦଣ୍ଡ
260
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ମହଙ୍ଗା ପଡ଼ିଲା ବେଆଇନ ଗର୍ଭପାତ ଓ ଲିଙ୍ଗ ନିରୁପଣ । ଡାକ୍ତରାଣୀଙ୍କୁ ଦଣ୍ଡାଦେଶ ଦେଲେ ଭୁବନେଶ୍ବର ଜେଏମଏଫସି କୋର୍ଟ । ଦୋଷୀ ସାବ୍ୟସ୍ତ ପରେ ଡାକ୍ତରାଣୀ ନବନୀତା ପାଢୀଙ୍କୁ ଅଢେଇ ବର୍ଷ ଦଣ୍ଡାଦେଶ ପ୍ରଦାନ କରିଛନ୍ତି କୋର୍ଟ । ଏହା ସହିତ ୯ହଜାର ଟଙ୍କା ଜୋରିମାନା ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଏହି ମାମଲାରେ ୭ଜଣ ସାକ୍ଷୀ ଓ ୧୪ ଦସ୍ତାବିଜ ପ୍ରମାଣ ଆଧାରରେ ରାୟ ଶୁଣାଇଛନ୍ତି କୋର୍ଟ । ୨୦୧୯ ମସିହାରେ ଜୟଦେବ ବିହାରରେ ଥିବା ଏକ କ୍ଲିନିକରେ ବେଆଇନ ଗର୍ଭପାତ ଓ ଲିଙ୍ଗ ନିରୁପଣ ହେଉଥିବା ଜଣାପଡ଼ିଥିଲା । ଚଢାଉ କରି କ୍ଲିନିକକୁ ସିଲ୍ କରିଥିଲା ପ୍ରଶାସନ । ଗୁରୁବାର ଏହି ମାମଲାକୁ ନେଇ କୋର୍ଟ ରାୟ ଶୁଣାଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!