Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସରକାରୀ ବାସଭବନରୁ ମହିଳା ଏସ୍‌ଆଇଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
August 27, 2022
in Crime, State
ସରକାରୀ ବାସଭବନରୁ ମହିଳା ଏସ୍‌ଆଇଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
199
VIEWS
Share on FacebookShare on Twitter

ବାଲିଗୁଡ଼ା, (ବାଘୁଆବାର୍ତ୍ତା): କନ୍ଧମାଳ ଜିଲ୍ଲା ଜି. ଉଦୟଗିରି ଥାନାର ମହିଳା ସବ୍ ଇନ୍ସପେକ୍ଟରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ସରକାରୀ ବାସଭବନରୁ ତାଙ୍କ ମୃତଦେହ ଆଜି ଉଦ୍ଧାର କରାଯାଇଛି। ମୃତ ମହିଳା ଏସ୍‌ଆଇ ଜଣଙ୍କ ହେଲେ ସ୍ୱାଗତିକା ବେହେରା। ସେ ସରକାରୀ ଘରେ ଏକୁଟିଆ ରହୁଥିଲେ। ସେ ଦେଢ଼ ବର୍ଷ ହେବ ଜି. ଉଦୟଗିରି ଥାନାରେ ସବ୍ଇନ୍ସପେକ୍ଟର ଭାବେ କାର୍ୟ୍ୟରେ ଯୋଗ ଦେଇଥିଲେ। ସ୍ୱାଗତିକା ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ ହତ୍ୟା କରାଯାଇଛି, ତାହା ଅସ୍ପଷ୍ଟ ରହିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!