Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସାମାନ୍ୟ ବଚସାରୁ ବୀଭତ୍ସ ହତ୍ୟାକାଣ୍ଡ

by ସଞ୍ଜୟ ସ୍ୱାଇଁ
August 29, 2022
in Crime, State
ସାମାନ୍ୟ ବଚସାରୁ ବୀଭତ୍ସ ହତ୍ୟାକାଣ୍ଡ
40
VIEWS
Share on FacebookShare on Twitter

ବଣାଇ, (ବାଘୁଆବାର୍ତ୍ତା): ସାମାନ୍ୟ ବଚସାରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ଜଣେ ବ୍ୟକ୍ତିଙ୍କୁ କଟୁରିରେ ହାଣି ହତ୍ୟା କଲା ପଡ଼ୋଶୀ। ଏପରି ଅଭାବନୀୟ ଘଟଣା ଘଟିଛି ସୁନ୍ଦରଗଡ଼ ଜିଲ୍ଲା କେ.ବଳଙ୍ଗ ଥାନାର ଖଡ଼ିଆବାହାଲ ଗାଁରେ। ମୃତ ବ୍ୟକ୍ତି ଜଣଙ୍କ ହେଲେ ମଙ୍ଗଲ ମୁଣ୍ଡା। ଅଭିଯୁକ୍ତ ଗାନସା ମୁଣ୍ଡାଙ୍କୁ ପୁଲିସ ଗିରଫ କରିଛି। ଗତକାଲି ମଙ୍ଗଲ ଘରେ ଥିବା ବେଳେ ଗାନସା ତାଙ୍କ ଘରକୁ ଆସିଥିଲେ। କୌଣସି କଥାକୁ ନେଇ ଉଭୟଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଏଥିରେ ଗାନସା ଉତ୍‌କ୍ଷିପ୍ତ ହୋଇ ଏକ କଟୁରି ଆଣି ମଙ୍ଗଲଙ୍କ ହାତ ଓ ମୁଣ୍ଡକୁ ହାଣି ପକାଇଥିଲେ। ପରିବାର ଲୋକେ ପାଟି ଶୁଣି ଦୌଡ଼ି ଆସି ତାଙ୍କୁ ଡାକ୍ତରଖାନା ନେଇଯାଇଥିଲେ। ସେଠାରେ ଡାକ୍ତର ମଙ୍ଗଲଙ୍କୁ ମୃତ ଘୋଷଣା କରିଥିଲେ। ଘଟଣାପରେ ଗାନସା ଫେରାର ହୋଇଯାଇଥିଲେ। ପୁଲିସ ଖୋଜାଖୋଜି କରିବା ପରେ ସେ ଜଙ୍ଗଲରେ ଲୁଚିଥିବା ଜଣାପଡ଼ିଥିଲା। ପୁଲିସ ଜଙ୍ଗଲରେ ପହଞ୍ଚି ଗାନାସାଙ୍କୁ ଗିରଫ କରିଥିଲା ଓ ତାଙ୍କଠାରୁ କଟୁରି ଜବତ କରିଥିଲା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!