Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପିକ୍‌ଅପ୍‌ ଭ୍ୟାନ୍‌ରୁ ଲକ୍ଷାଧିକ ଟଙ୍କାର କେନ୍ଦୁପତ୍ର ଜବତ

by ସଞ୍ଜୟ ସ୍ୱାଇଁ
August 29, 2022
in Crime, State
ପିକ୍‌ଅପ୍‌ ଭ୍ୟାନ୍‌ରୁ ଲକ୍ଷାଧିକ ଟଙ୍କାର କେନ୍ଦୁପତ୍ର ଜବତ
43
VIEWS
Share on FacebookShare on Twitter

ଆଠମଲ୍ଲିକ, (ବାଘୁଆବାର୍ତ୍ତା): ପିକଅପ୍ ଭ୍ୟାନ୍‌ରୁ ଲକ୍ଷାଧିକ ଟଙ୍କାର କେନ୍ଦୁପତ୍ର ଜବତ। ଭ୍ୟାନ୍ ଛାଡ଼ି ଡ୍ରାଇଭର୍ ଫେରାର୍। ବନବିଭାଗ ଓ ପୋଲିସର ତଦନ୍ତ ଜାରି । ଖବର ଅନୁଯାୟୀ, ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ବନଖଣ୍ଡ ଅନ୍ତର୍ଗତ ରାଜିଙ୍ଗ ଗାଁର କେନ୍ଦୁପତ୍ର ଚାଲାଣ ହେଉଥିଲା । ଏନେଇ ଖବର ମିଳିବା ପରେ ବନ ବିଭାଗ ଚଢାଉ କରିଥିଲା। ବନ କର୍ମଚାରୀଙ୍କୁ ଦେଖିବା ପରେ ଡ୍ରାଇଭର୍ ଗାଡି ଛାଡ଼ି ଫେରାର୍ ହୋଇଯାଇଥିଲା। ବନ ବିଭାଗ କେନ୍ଦୁପତ୍ର ବୋଝେଇ ପିକଅପ୍ ଭ୍ୟାନ୍‌କୁ ରେଞ୍ଜ୍ ଅଫିସକୁ ଆଣିଛି। ସୋମବାର କେନ୍ଦୁପତ୍ରର ମୂଲ୍ୟ ଆକଳନ କରାଯାଇ କେନ୍ଦୁପତ୍ର ବିଭାଗକୁ ହସ୍ତାନ୍ତର କରାଯିବ ବୋଲି ସୂଚନା ମିଳିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!