Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାସ୍ତା କଡ଼ରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
August 31, 2022
in Crime, State
ରାସ୍ତା କଡ଼ରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର
65
VIEWS
Share on FacebookShare on Twitter

ବୌଦ୍ଧ, (ବାଘୁଆବାର୍ତ୍ତା): ରାସ୍ତା କଡ଼ରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର। ବୌଦ୍ଧ-ବଘିଆପଡା ରାସ୍ତା ବ୍ରାହ୍ମଣୀପାଲି ରାସ୍ତା କଡ଼ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ବଘିଆପଡା ଫାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ସୂଚନାନୁଯାୟୀ, ବୌଦ୍ଧ ଥାନା ବଘିଆପଡା ଫାଣ୍ଡି ଅନ୍ତର୍ଗତ ବ୍ରାହ୍ମଣୀପାଲି ସ୍ଥିତ ରାସ୍ତାକଡ଼ ଗର୍ତ୍ତରେ ଜଣେ ଅଜଣା ଯୁବକଙ୍କ ମୃତଦେହ ପଡିଥିବା ସ୍ଥାନୀୟ ଲୋକ ଦେଖି ପୋଲିସକୁ ଖବର ଦେଇଥିଲେ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରିଛି। ତେବେ ମୃତ ଯୁବକଙ୍କ ପରିଚୟ ମିଳିପାରି ନାହିଁ। ଶବଟିର ନିକଟରେ ଏକ ପକେଟ ଡାଏରୀ, ପାଣି ବୋତଲ ଏବଂ ଏକ ଗାମୁଛା ପଡ଼ିଛି।ମୃତଦେହର ବେକରେ କ୍ଷତ ଚିହ୍ନ ରହିଛି। ତେଣୁ ଯୁବକଙ୍କୁ କେହି ହତ୍ୟା କରିଥାଇ ପାରନ୍ତି ବୋଲି ସନ୍ଦେହ କରାଯାଉଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!