Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧ କ୍ୱିଣ୍ଟାଲ୍‌ରୁ ଅଧିକ ଗଞ୍ଜେଇ ଜବତ

by ସଞ୍ଜୟ ସ୍ୱାଇଁ
September 1, 2022
in Crime, State
୧ କ୍ୱିଣ୍ଟାଲ୍‌ରୁ ଅଧିକ ଗଞ୍ଜେଇ ଜବତ
33
VIEWS
Share on FacebookShare on Twitter

ଲମତାପୁଟ, (ବାଘୁଆବାର୍ତ୍ତା): ପାଡ଼ୁଆ ପୋଲିସକୁ ପୁଣି ବଡ଼ ସଫଳତା । ଆନ୍ଧ୍ର ସୀମାନ୍ତବର୍ତ୍ତୀ ଇଲାକାରୁ ବାହାର ରାଜ୍ୟକୁ ଗଞ୍ଜେଇ ଚୋରା ଚାଲଣ ବେଳେ ମାଡ଼ିବସିଲା ପୋଲିସ । ଅଟୋରୁ ୧ କ୍ୱିଣ୍ଟାଲ୍‌ରୁ ଅଧିକ ଗଞ୍ଜେଇ ଜବତ ହୋଇଛି। ଏହାର ଆନୁମାନିକ ମୂଲ୍ୟ ପ୍ରାୟ ୧୦ ଲକ୍ଷ ଟଙ୍କା ହେବ ବୋଲି ସୂଚନା ମିଳିଛି। ବିଶେଷ ସୂତ୍ରରୁ ଖବର ପାଇ କୋରାପୁଟ ଏସପିଙ୍କ ନିର୍ଦେଶ କ୍ରମେ ନନ୍ଦପୁର ଏସଡିପିଓଙ୍କ ନେତୃତ୍ଵରେ ପାଡ଼ୁଆ ପୋଲିସ ପାନ୍ତଲୁଙ୍ଗ ଗାଁ ନିକଟରେ ନାକାବନ୍ଦି କରି ଗାଡ଼ି ଯାଞ୍ଚ କରୁଥିଲା । ଏହି ସମୟରେ ଏକ ଅଟୋ ଦ୍ରୁତ ଗତିରେ ଆସିଥିଲା । ହେଲେ ପୋଲିସ ବ୍ୟାରିକେଟକୁ ଦେଖି ଗାଡ଼ି ଛାଡ଼ି ଫେରାର ହୋଇଗଲା ଡ୍ରାଇଭର । ଅଟୋକୁ ଯାଞ୍ଚ କରିବାରୁ ୫ଟି ବସ୍ତା ଗଞ୍ଜେଇ ଜବତ ହୋଇଛି । ପ୍ରାୟ ୧ କ୍ୱିଣ୍ଟାଲ୍‌ରୁ ଅଧିକ ଗଂଜେଇ ଥିବା ବେଳେ ଏହାର ମୂଲ୍ୟ ପ୍ରାୟ ୧୦ଲକ୍ଷ ଟଙ୍କା ହେବ ବୋଲି ପୋଲିସ କହଛି । ଗାଡ଼ି ନମ୍ବରକୁ ଆଧାର କରି ଆନ୍ଧ୍ର ପୋଲିସ ସହାୟତାରେ ଅଭିଯୁକ୍ତକୁ ଗିରଫ କରିବା ପାଇଁ ଉଦ୍ୟମ ଆରମ୍ଭ କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!