Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ପରିବାର ମଧ୍ୟରେ ହଣାକଟା, ୪ ଆହତ

by ସଞ୍ଜୟ ସ୍ୱାଇଁ
September 2, 2022
in Crime, State
ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ପରିବାର ମଧ୍ୟରେ ହଣାକଟା, ୪ ଆହତ
53
VIEWS
Share on FacebookShare on Twitter

ରେଢ଼ାଖୋଲ, (ବାଘୁଆବାର୍ତ୍ତା): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ପରିବାର ମଧ୍ୟରେ ହଣାକଟା ହୋଇଛି। ଏଥିରେ ଉଭୟ ପରିବାରର ୪ଜଣ ଆହତ ହୋଇଛନ୍ତି। ଏଭଳି ଘଟଣା ଘଟିଛି ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ଥାନା ଅନ୍ତର୍ଗତ ପଣ୍ଡକିମାଲ ଗାଁରେ। ଆହତଙ୍କ ମଧ୍ୟରେ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି। ଅନ୍ୟ ଦୁଇ ଜଣଙ୍କୁ ରେଢ଼ାଖୋଲ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପଞ୍ଚାୟତ ନିର୍ବାଚନରେ ହାରଜିତକୁ କେନ୍ଦ୍ର କରି ଦୁଇ ପରିବାର ମଧ୍ୟରେ ବିବାଦ ଲାଗି ରହିଥିଲା। ଗୋଟିଏ ପରିବାରର ଜଣେ ମହିଳା ୱାର୍ଡ ମେମ୍ବର ପଦରେ ଠିଆ ହୋଇଥିଲେ। ସେ ନିର୍ବାଚନରେ ପରାଜିତ ହୋଇଥିଲେ। ମହିଳାଙ୍କ ପରାଜିତ ହେବା ନେଇ ସେମାନେ ଅନ୍ୟ ଏକ ପରିବାରକୁ ଦାୟୀ କରୁଥିଲେ। ଏନେଇ ଦୁଇ ପରିବାର ମଧ୍ୟ ବିବାଦ ଲାଗିଥିଲା। ଗତକାଲି କୌଣସି କଥାକୁ ଉଭୟ ପରିବାର ମଧ୍ୟରେ ଝଗଡ଼ା ହୋଇଥିଲା। ପରେ ଏହା ଉଗ୍ର ରୂପ ଧାରଣ କରିଥିଲା। ଉଭୟ ପରିବାର ଲୋକେ ଟାଙ୍ଗିଆ ଓ ଖଣ୍ଡାରେ ଆକ୍ରମଣ କରିଥିଲେ। ଏଥିରେ ୪ଜଣ ଆହତ ହୋଇଥିଲେ। ପୁଲିସ ପହଞ୍ଚିବା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା। ଉଭୟ ପରିବାର ଲୋକେ ଏନେଇ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୁଲିସ ଟାଙ୍ଗିଆ ଓ ଖଣ୍ଡାକୁ ଜବତ କରିବା ସହ ଘଟଣାର ତଦନ୍ତ କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!