Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁଲିସ ଗାଡ଼ିକୁ ଟେକାମାରି ହରଡ଼ ଘଣାରେ ସରପଞ୍ଚ

by ସଞ୍ଜୟ ସ୍ୱାଇଁ
September 6, 2022
in Crime, State
ମହିଳାଙ୍କ ମୃତଦେହ ଉଦ୍ଧାର
48
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ପୁଲିସ ପାଟ୍ରୋଲିଂ ଗାଡ଼ିକୁ ଢେଲା ପଥର ମାରି ଥାନାରେ ଅଟକ ଅଛନ୍ତି ସରପଞ୍ଚ ଓ ତାଙ୍କ ଦୁଇ ସହଯୋଗୀ। ଏଭଳି ଘଟଣା ଭଦ୍ରକ ଜିଲ୍ଲା ଧାମନଗର ଥାନା ଅଧିନରେ। ଅଟକ ସରପଞ୍ଚ ଜଣଙ୍କ ନିର୍ଗୁଣ୍ଡି ପଞ୍ଚାୟତ ସରପଞ୍ଚ ବୋଲି ଜଣାଯାଇଛି। ଗତକାଲି ରାତିରେ ନିର୍ଗୁଣ୍ଡି ପଞ୍ଚାୟତରେ ଗଣେଶ ଭସାଣୀ ଚାଲିଥିଲା। କୌଣସି ବିଶୃଙ୍ଖଳା ପରିସ୍ଥିତି ନ ଘଟିବା ପାଇଁ ପୁଲିସ ଫୋର୍ସ ପାଟ୍ରୋଲିଂ କରୁଥିଲେ। ଏହି ସମୟରେ ନିର୍ଗୁଣ୍ଡି ପଞ୍ଚାୟତ ସରପଞ୍ଚ ଓ ତାଙ୍କର ଦୁଇ ସହଯୋଗୀ ପୁଲିସ ଗାଡ଼ି ଉପରକୁ ଟେକା ପଥର ମାଡ଼ କରିଥିଲେ। ଏହି ଘଟଣାରେ ଧାମନଗର ଥାନା ପୁଲିସ ନିର୍ଗୁଣ୍ଡି ସରପଞ୍ଚ ଓ ତାଙ୍କର୨ ସହହୋଗୀଙ୍କୁ ଥାନାକୁ ଆଣି ଅଟକ ରଖି ପଚରାଉଚରା କରୁଛି। ସରପଞ୍ଚ ଓ ତାଙ୍କ ସହଯୋଗୀ କେଉଁ କାରଣ ପାଇଁ ପୁଲିସ ଗାଡ଼ିକୁ ଢେଲାପଥର ମାଡ଼ କଲେ ତାହାର ଜଣାପଡ଼ିନାହିଁ। ଏନେଇ ସରପଞ୍ଚଙ୍କର କୌଣସି ପ୍ରତିକ୍ରୀୟା ମିଳିନାହିଁ। ପୁଲିସ ଘଟଣାର ତଦନ୍ତ କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!