Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚାଷ ଜମିରୁ ଗାଈ ଫସଲ ଖାଇବାରୁ ବୃଦ୍ଧଙ୍କୁ ପିଟିପିଟି ହତ୍ୟା

by ସଞ୍ଜୟ ସ୍ୱାଇଁ
September 7, 2022
in Crime, State
ଚାଷ ଜମିରୁ ଗାଈ ଫସଲ ଖାଇବାରୁ ବୃଦ୍ଧଙ୍କୁ ପିଟିପିଟି ହତ୍ୟା
45
VIEWS
Share on FacebookShare on Twitter

ବରଗଡ଼, (ବାଘୁଆବାର୍ତ୍ତା): ଚାଷ ଜମିରୁ ଗାଈ ଫସଲ ଖାଇବାରୁ ବୃଦ୍ଧଙ୍କୁ ପିଟିପିଟି ହତ୍ୟା। ବରଗଡ଼ ଟାଉନ ଥାନା ଅନ୍ତର୍ଗତ ଖଲିଆପାଲିରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣଙ୍କ ହେଉଛନ୍ତି ଗୟାଧର ଝୁପା (୫୫ ବର୍ଷ)। ଚିକିତ୍ସାଧୀନ ଅବସ୍ଥାରେ ଗୟାଧରଙ୍କ ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ଟାଉନ ଥାନା ପୋଲିସ ପହଞ୍ଚି ଅଭିଯୁକ୍ତକୁ ଅଟକ ରଖିଛି। ସୂଚନାନୁଯାୟୀ, ଖଲିଆପାଲି ଗାଁର ଧନିରାମ ବରିହାଙ୍କ ଚାଷ ଜମିରେ ଗାଈ ପଶି ଫସଲ ନଷ୍ଟ କରିଦେବାରୁ ଗୟାଧର ଝୁପା ଓ ଧନିରାମଙ୍କ ମଧ୍ୟରେ ବଚସା ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ଧନିରାମ ଏକ ଲୁହା ଛଡ଼ରେ ଗୟାଧରଙ୍କୁ ଆକ୍ରମଣ କରିଥିଲେ। ଯାହାଫଳରେ ଗୟାଧର ଗୁରୁତର ହୋଇଥିଲେ। ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ହେଲେ ସେଠାରେ ଗୟାଧରଙ୍କର ମୃତ୍ୟୁ ଘଟିଛି। ଏନେଇ ଗୟାଧରଙ୍କ ପରିବାର ଲୋକ ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ଆଧାରରେ ବରଗଡ଼ ଟାଉନ ଥାନା ପୋଲିସ ଏକ ହତ୍ୟା ମାମଲା ରୁଜୁ କରି ଜୟଦେବ ବରିହାଙ୍କୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!