Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କୋଟିଏ ୩୫ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାର ବ୍ରାଉନସୁଗାର ଜବତ

by ସଞ୍ଜୟ ସ୍ୱାଇଁ
September 8, 2022
in Crime, State
କୋଟିଏ ୩୫ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାର ବ୍ରାଉନସୁଗାର ଜବତ
59
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ସ୍ପେସାଲ ଟାସ୍କ ଫୋର୍ସ (ଏସଟିଏଫ୍)କୁ ଆଉ ଏକ ବଡ ସଫଳତା ମିଳିଛି । ବାଲେଶ୍ବର ପୋଲିସ ସହାୟତାରେ ଅରଡା ବଜାର ରେଲୱେ ଲେବଲ୍ କ୍ରସିଂ ନିକଟରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ କରିଛି ଏସଟିଏଫ୍‌ । ମୋଟ ୧ କୋଜି ୩୮୦ ଗ୍ରାମର ବ୍ରାଉନସୁଗାର ଜବତ ହୋଇଥିବା ବେଳେ ଅଭିଯୁକ୍ତ ବେପାରୀ ସେଖ୍ ରଫିକ୍ ଗିରଫ କରାଯାଇଛି । ଜବତ ବ୍ରାଉନସୁଗାର ଆନୁମାନିକ ମୂଲ୍ୟ ୧ କୋଟି ୩୫ଲକ୍ଷରୁ ଅଧିକ ଟଙ୍କା ହେବ । ରଫିକ୍‌ର ଘର ପଶ୍ଚିମବଙ୍ଗ ଅଞ୍ଚଳରେ ଏବଂ ସେ ଦୀର୍ଘଦିନ ହେଲା ସହଦେବଖୁଣ୍ଟା ଅରଡା ବଜାର ମସଜିଦ୍ ଗଳିରେ ରହି କାରବାର କରୁଥିଲା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!