Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମଦ ନିଶାରେ ସାମାନ୍ୟ ବଚସାରୁ ବନ୍ଧୁ ସାଜିଲା ହତ୍ୟାକାରୀ

by ସଞ୍ଜୟ ସ୍ୱାଇଁ
September 8, 2022
in Crime, State
ମଦ ନିଶାରେ ସାମାନ୍ୟ ବଚସାରୁ ବନ୍ଧୁ ସାଜିଲା ହତ୍ୟାକାରୀ
35
VIEWS
Share on FacebookShare on Twitter

ଦେବଗଡ଼, (ବାଘୁଆବାର୍ତ୍ତା): ମଦ ନିଶାରେ ବନ୍ଧୁକୁ ହତ୍ୟା କଲା ବନ୍ଧୁ । ସାମାନ୍ୟ ବଚସାରୁ ବନ୍ଧୁ ସାଜିଲା ହତ୍ୟାକାରୀ। ଦେବଗଡ଼ କୁଣ୍ଢେଇଗୋଳା ଗୋହିଡା ଗାଁରେ ଦେଖିବାକୁ ମିଳିଛି ଏଭଳି ଘଟଣା । ଗତରାତିରେ ଗୋହିଡା ଗାଁର ରଞ୍ଜିତ ନାଏକ ଓ ପ୍ରଭାତ କୁମୁରା ଅତ୍ୟଧିକ ନିଶା ସେବନ କରି ପାଟିତୁଣ୍ଡ କରୁଥିବା ବେଳେ, ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ପରେ ଦୁହେଁ ନିଜ ନିଜ ଘରକୁ ଚାଲି ଯାଇଥିଲେ। ପୁଣି ରାତି ସାଢେ ୧୦ଟାରେ ପ୍ରଭାତ ରଞ୍ଜିତଙ୍କୁ ଟାଙ୍ଗିଆରେ ହାଣିଥିବା ଅଭିଯୋଗ ହୋଇଛି । ଘଟଣାସ୍ଥଳରେ ରଞ୍ଜିତଙ୍କର ମୃତ୍ୟୁ ହୋଇଥିବା ବେଳେ ହତ୍ୟାକାରୀ ପ୍ରଭାତ ଫେରାର ହୋଇଯାଇଥିଲା । ଖବର ପାଇ ଖଇରପାଲି ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଅଭିଯୁକ୍ତ ପ୍ରଭାତକୁ ଗାଁ ନିକଟରୁ କାବୁ କରିଛି। ହତ୍ୟାକାଣ୍ଡରେ ବ୍ୟବହୃତ ଟାଙ୍ଗିଆ ମଧ୍ୟ ଜବତ ହୋଇଛି। ଆଜି ଏସଡିପିଓ, କୁଣ୍ଢେଇଗୋଳା ଥାନା ପୋଲିସ ଓ ସାଇଣ୍ଟିଫିକ ଟିମ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!