Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

by ସଞ୍ଜୟ ସ୍ୱାଇଁ
September 10, 2022
in Crime, State
ଯୁବକଙ୍କୁ ମରଣାନ୍ତକ ଆକ୍ରମଣ
20
VIEWS
Share on FacebookShare on Twitter

ସୁନ୍ଦରଗଡ, (ବାଘୁଆବାର୍ତ୍ତା): ଯୁବକଙ୍କୁ ମରଣାନ୍ତକ ଆକ୍ରମଣ । ସୁନ୍ଦରଗଡ ଟାଉନ ଥାନା ସୁନାରିପଡାର ଘଟିଛି ଘଟଣା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତେବେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗଣ୍ଡଗୋଳ ହୋଇଥିବା ସୂଚନା । ଗୁରୁତର ଯୁବକ ଜଣଙ୍କ ହେଲେ କୁଲୁ । ଗୁରୁତର ଅବସ୍ଥାରେ ପ୍ରଥମେ ସୁନ୍ଦରଗଡ ମେଡିକାଲ ଭର୍ତ୍ତି କରାଯାଇଥିଲା । ପରେ ଅବସ୍ଥା ବିଗିଡିବାରୁ ତାଙ୍କୁ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଖୋଲତାଡ ଜାରି ରଖିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!