Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପିକଅପ ଭ୍ୟାନ୍ ସହ ବିପୁଳ ପରିମାଣର କାଠ ଜବତ, ଜଣେ ଗିରଫ

by ସଞ୍ଜୟ ସ୍ୱାଇଁ
September 11, 2022
in Crime, State
ପିକଅପ ଭ୍ୟାନ୍ ସହ ବିପୁଳ ପରିମାଣର କାଠ ଜବତ, ଜଣେ ଗିରଫ
21
VIEWS
Share on FacebookShare on Twitter

ମୋହନା, (ବାଘୁଆବାର୍ତ୍ତା): ପୋଲିସ ଓ ବନବିଭାଗର ମିଳିତ ଚାଢାଉ ବେଳେ ଧରାପଡିଲା ବିପୁଳ ପରିମାଣର କାଠ । ଘଟଣା ଘଟିଛି ଅଡବା ଥାନା ଅନ୍ତର୍ଗତ ଗୁଣ୍ଡିମା ଛକରେ । ଏକ ବୋଲେରୋ ପିକ୍‌ଅପ୍ ଭ୍ୟାନ ସହ କାଠ ଜବତ ହୋଇଥିବା ବେଳେ ଜଣେ ଅଭିଯୁକ୍ତକୁ ଗିରଫ କରାଯାଇଛି । ଗିରଫ ଯୁବକ ଜଣକ ହେଲେ କଂସାମାରି ଗାଁର ପି ମହେନ୍ଦ୍ର ଦୋରା । ମୋହନା ବନାଞ୍ଚଳ ଅଧିକାରୀ କଳ୍ପନା ନାୟକଙ୍କ ସୂଚନା ପ୍ରକାରରେ ଅଡବା ପୋଲିସ ଓ ମୋହନା ବନବିଭାଗ ଗତରାତିରେ କୌଣସି ସୂତ୍ରରୁ ଖବର ପାଇ ଗୁଣ୍ଡିମା ଛକରେ ଏକ ଗାଡିକୁ ଅଟକାଇ ଥିଲେ । ସେଥିରୁ ୭୯ ଖଣ୍ଡ ଶାଳ କାଠ ଚୋରା ଚାଲାଣ ହେଉଥିବା ଜଣାପଡିଥିଲା । ଜବତ ଶାଳ କାଠର ମୂଲ୍ୟ ୫୦ହାଜର ଟଙ୍କାରୁ ଅଧିକ ହେବ । ଏହି ଚଢ଼ାଉରେ ବନପାଳ ରାଜ କୁମାର ସାହୁ , ରମେଶ ଚନ୍ଦ୍ର ନାୟକ, ରମାକାନ୍ତ ନାୟକ , ଓ ଅଡବା ଥାନା ଏସଆଇ ଲକ୍ଷ୍ମଣ ବେସରା ପ୍ରମୁଖ ସମେଟ ପୋଲିସ୍ ଓ ବନ ବିଭାଗ କର୍ମଚାରୀ ସାମିଲ ଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!