Thursday, November 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମଦ ପ୍ରସ୍ତୁତ ୟୁନିଟ ଉପରେ ପୋଲିସର ଚଢାଉ, ୪ଜଣଙ୍କୁ ଗିରଫ କରିବା ସହ ମଦ ପ୍ରସ୍ତୁତ ସାମଗ୍ରୀ ଏବଂ ମଦ ବୋତଲ ଜବତ

by ସଞ୍ଜୟ ସ୍ୱାଇଁ
September 13, 2022
in Crime, State
ମଦ ପ୍ରସ୍ତୁତ ୟୁନିଟ ଉପରେ ପୋଲିସର ଚଢାଉ, ୪ଜଣଙ୍କୁ ଗିରଫ କରିବା ସହ ମଦ ପ୍ରସ୍ତୁତ ସାମଗ୍ରୀ ଏବଂ ମଦ ବୋତଲ ଜବତ
20
VIEWS
Share on FacebookShare on Twitter

ବ୍ରହ୍ମପୁର, (ବାଘୁଆବାର୍ତ୍ତା): ବେଆଇନ୍‌ ମଦ ପ୍ରସ୍ତୁତ ୟୁନିଟ ଉପରେ ପୋଲିସର ଚଢାଉ । ୪ଜଣଙ୍କୁ ଗିରଫ କରିବା ସହ ମଦ ପ୍ରସ୍ତୁତ ସାମଗ୍ରୀ ଏବଂ ମଦ ବୋତଲ ଜବତ କରିଛି । ଘଟଣାରେ ଅଧିକ ତଦନ୍ତ ଜାରି ରଖିଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି । ଖବର ଅନୁଯାୟୀ, ଗଞ୍ଜାମ ଜିଲ୍ଲା ବେତଝରୀ ନିକଟରେ ବେଆଇନ୍‌ ଭାବେ ମଦ ପ୍ରସ୍ତତ ୟୁନିଟ୍‌ ଚଳାଉଥିଲେ ।ଯାହାର ଗୁଇନ୍ଦା ସୂଚନା ପାଇଥିଲା ପୋଲିସ । ଏହିକ୍ରମରେ ସେହି ସ୍ଥାନରେ ଚଢାଉ କରିଥିଲା ପୋଲିସ । ଏହି ଚଢାଉରେ ବିପୁଳ ପରିମାଣର ମଦ ପ୍ରସ୍ତତ ସାମଗ୍ରୀ ସହ ମଦ ଜବତ ହୋଇଛି । ଏହାସହ ଘଟଣାରେ ୪ଜଣଙ୍କୁ ଗିରଫ ମଧ୍ୟ କରିଛି ପୋଲିସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!