Thursday, November 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗଞ୍ଜେଇ ବିକ୍ରି ପାଇଁ ଯୋଜନା ବେଳେ ମାଡିବସିଲା ପୋଲିସ, ତିନି ମାଫିଆ ଗିରଫ

by ସଞ୍ଜୟ ସ୍ୱାଇଁ
September 15, 2022
in Crime, State
ଗଞ୍ଜେଇ ବିକ୍ରି ପାଇଁ ଯୋଜନା ବେଳେ ମାଡିବସିଲା ପୋଲିସ, ତିନି ମାଫିଆ ଗିରଫ
25
VIEWS
Share on FacebookShare on Twitter

ମୁନିଗୁଡ଼ା, (ବାଘୁଆବାର୍ତ୍ତା): ମୁନିଗୁଡ଼ା ପୋଲିସକୁ ସଫଳତା । ଗଞ୍ଜେଇ ବିକ୍ରି ପାଇଁ ଯୋଜନା ବେଳେ ମାଡିବସିଲା ପୋଲିସ । ୧୩ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ ସହ ତିନି ଜଣ ମାଫିଆଙ୍କ ଗିରଫ କରିଛି ପୋଲିସ । ଏହାସହିତ ୩ଟି ବାଇକ ମଧ୍ୟ ଜବତ ହୋଇଛି । ବିଶେଷ ସୁତ୍ରରୁ ଖବର ପାଇ ମୁନିଗୁଡା ପୋଲିସ ପାଣ୍ଡରାଖାଲ ଛକ ନିକଟରେ ଚଢ଼ାଉ କରିଥିଲା । ସେଠାରେ ୭ଟି ବ୍ୟାଗ୍‌ରେ ଚାଲାଣ ପାଇଁ ରଖିଥିବା ୧୩୦ କିଲୋ ଗଂଜେଇ ଏବଂ ସେମାନଙ୍କ ବ୍ୟବହୃତ ୩ଟି ବାଇକ ଜବତ ହୋଇଛି । ଏହାସହ ତିନିଜଣ ଗଂଜେଇ ମାଫିଆଙ୍କୁ ଗିରଫ କରିଛି ପୋଲିସ। ଗିରଫ ମାଫିଆ ହେଲେ ଗଜପତିର ଖରିଆଗୁଡା ଗାଁର ସୁରେନ୍ଦ୍ର ଶୋଭାସୁନ୍ଦର, ସୁରେନ୍ଦ୍ର ମାଳି ଓ ପଦ୍ମପୁର ଥାନାର ଉଣ୍ଡରୁଗୁଡ଼ା ଗାଁର କରଣ ପାଲକା। ତେବେ ଜବତ ଗଞ୍ଜେଇ ଆନୁମାନିକ ମୂଲ୍ୟ ୧୩ଲକ୍ଷରୁ ଅଧିକ ହେବ ବୋଲି ପୋଲିସ ସୂଚନା ଦେଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!