Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୮୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ

by ସଞ୍ଜୟ ସ୍ୱାଇଁ
September 21, 2022
in Crime, State
୮୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ
48
VIEWS
Share on FacebookShare on Twitter

ଜଳେଶ୍ୱର, (ବାଘୁଆବାର୍ତ୍ତା): ଜଳେଶ୍ୱର ଅଞ୍ଚଳରୁ ଜବତ ହୋଇଛି ୭୯୩ ଗ୍ରାମ ବ୍ରାଉନସୁଗାର। ଯାହା ଅନୁମାନିକ ମୂଲ୍ୟ ପ୍ରାୟ ୮୦ ଲକ୍ଷ ଟଙ୍କା। ଏହି ବ୍ରାଉନସୁଗାର ବ୍ୟବସାୟ କରୁଥିବା ୩ ଜଣଙ୍କୁ ଗିରଫ କରାଯାଇଛି। ଆଜି ଜଳେଶ୍ୱର ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ଧଳାଜହର କାରବାର କରୁଥିବା ଅସାମାଜିକଙ୍କ ଉପରେ କାର୍ୟ୍ୟାନୁଷ୍ଠାନ ହୋଇଛି। ଗିରଫ ଅଭିଯୁକ୍ତମାନେ ହେଲେ ବସ୍ତା ମୁଖପାଳ ଅଞ୍ଚଳରର ପରେଶ ଦାସ(୩୪), ଦେଭୋଗ ଅଞ୍ଚଳର ଏସ୍‌କେ ସିକୁରିଦ୍ଦିନ୍(୩୩) ଓ ଜଳେଶ୍ୱର ଶାସନବାଦ ଗ୍ରାମର ଏସ୍‌କେ ମୁସ୍ତାଫା(୨୪)। ସୂଚନା ମୁତାବକ, ପାର୍ବଣର ମାହୋଲ ଦେଖି ଜଳେଶ୍ୱର ଅଞ୍ଚଳରେ ସକ୍ରିୟ ହୋଇଉଠିଥିଲେ ଧଳା ଜହର ବେପାରୀ। ଏନେଇ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ କଟକ କେନ୍ଦ୍ରାଞ୍ଚଳ ଅବକାରୀ ବିଭାଗ ଏବଂ ଜଳେଶ୍ୱର ଅବକାରୀ ବିଭାଗ ପକ୍ଷରୁ ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ଅନ୍ତର୍ଗତ ଶାସନବାଡ, ବସ୍ତା ଥାନା ଅଂଚଳ ଦେଭୋଗ, ପାଉଁଶକୁଳି ଅଂଚଳରେ ମିଳିତ ଚଢଉ କରାଯାଇଥିଲା। ଚଢ଼ଉ ବେଳେ ୩ ଜଣଙ୍କୁ ଗିରଫ କରାଯିବା ସହ ସେମାନଙ୍କ ଠାରୁ ବ୍ରାଉନସୁଗାର ଜବତ କରାଯାଇଥିଲା। ଏହି ଅସମାଜିକମାନେ କେଉଁ ଠାରୁ ଧଳାଜହର ଆଣି କାରବାର କରୁଥିଲେ ସେନେଇ ଜାଣିବାକୁ ଅବକାରୀ ବିଭାଗ ପକ୍ଷରୁ ତଦନ୍ତ ଚାଲିଥିବା ଅବକାରୀ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!