Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନକଲି ଔଷଧ ମାମଲାରେ ଦୁଇ ବିହାରୀ ବ୍ୟବସାୟୀ ଚିହ୍ନଟ

by ସଞ୍ଜୟ ସ୍ୱାଇଁ
September 24, 2022
in Crime, State
ନକଲି ଔଷଧ ମାମଲାରେ ଦୁଇ ବିହାରୀ ବ୍ୟବସାୟୀ ଚିହ୍ନଟ
69
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): କଟକ ନକଲି ଔଷଧ କାରବାର ମାମଲାରେ ପୁଲିସକୁ ସଫଳତା। ଚିହ୍ନଟ ହେଲେ ନକଲି ଔଷଧ ଯୋଗାଇଥିବା ବିହାରର ଦୁଇ ବ୍ୟବସାୟୀ। ଏନେଇ କଟକ ଡିସିପି ପିନାକ ମିଶ୍ରଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ସେ କିହିଛନ୍ତି, କଟକ ନକଲି ଔଷଧ କାରବାରରେ ଔଷଧ ଯୋଗାଉଥିବା ଦୁଇ ବ୍ୟବସାୟୀଙ୍କୁ ପୁଲିସ ଚିହ୍ନଟ କରିଛି। ଏହାସହ ନକଲି ଔଷଧ ଉତ୍ପାଦନ କେଉଁଠାରେ ହେଉଥିଲା ଏହାର ଯାଞ୍ଚ କରୁଛି କମିଶନରେଟ ପୁଲିସ। ସେ ଆହୁରି କହିଛନ୍ତି ଏହି ରାକେଟରେ ଆହୁରି କିଛି ଲୋକଙ୍କ ସଂପୃକ୍ତି ରହିଛି। ଯାହାକୁ ନେଇ ପୁଲିସକୁ କିଛି ଗୁରୁତ୍ଵପୂର୍ଣ୍ଣ ସୂଚନା ମିଳିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!