Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୫ ଲକ୍ଷ ୩୦ହଜାର ଟଙ୍କାର ବ୍ରାଉନ ସୁଗାର ଜବତ, ଅଭିଯୁକ୍ତ ଗିରଫ

by ସଞ୍ଜୟ ସ୍ୱାଇଁ
September 24, 2022
in Crime, State
୧୫ ଲକ୍ଷ ୩୦ହଜାର ଟଙ୍କାର ବ୍ରାଉନ ସୁଗାର ଜବତ, ଅଭିଯୁକ୍ତ ଗିରଫ
90
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ପୁରୀ ଜିଲ୍ଲା ଡେଲାଙ୍ଗ ଥାନା ଅଧୀନ ବେରାବୋଇରୁ ଜବତ ହେଲା ୧୫ ଲକ୍ଷ ୩୦ହଜାର ଟଙ୍କାର ବ୍ରାଉନ ସୁଗାର। ଗିରଫ ଅଭିଯୁକ୍ତଜଣକ ହେଉଛି ରାଜକିଶୋର ବେହେରା। ପୁରୀ ଜିଲ୍ଲା ଅବକାରୀ ଅଧିକ୍ଷକ ଜଗଦୀଶ ଚନ୍ଦ୍ର ସାମଲଙ୍କ ନିର୍ଦ୍ଦେଶ କ୍ରମେ ମୋବାଇଲ ସ୍କ୍ୱାର୍ଡର ନିରୀକ୍ଷକ ସଞ୍ଜୟ କୁମାର ପଣ୍ଡାଙ୍କ ନେତୃତ୍ୱରେ ଏକ ଟିମ ଡେଲାଙ୍ଗ ଥାନା ଅଧୀନ ବେରାବୋଇରେ ଚଢ଼ାଉ କରିଥିଲା। ଏଥିସହ ବ୍ରାଉନ ସୁଗାର ବେପାରୀ ରାଜକିଶୋର ବେହେରାକୁ ଗିରଫ କରିବା ସହ ତାଠାରୁ ୧୫୩ ଗ୍ରାମ ବ୍ରାଉନ ସୁଗାର ଜବତ କରିଛି ଅବକାରୀ ବିଭାଗ। କେସ ନଂ- ୪୭/୨୨-୨୩ ରୁଜୁ କରି ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯାଇଥିବା ବେଳେ ଜାମିନ ନାମଞ୍ଜୁର ହେବାରୁ ତାକୁ ପୁରୀ କାରଗାରକୁ ପଠାଯାଇଛି। ଜବତ ବ୍ରାଉନ ସୁଗାରର ମୂଲ୍ୟ ପ୍ରାୟ ୧୫ ଲକ୍ଷ ୩୦ ହଜାର ଟଙ୍କାରୁ ଉର୍ଦ୍ଧ୍ଵ ହେବ ବୋଲି ଅବକାରୀ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଚଢ଼ାଉରେ ଅବକାରୀ ଉପନିରିକ୍ଷକ ଶୀଧେଶ୍ବର ମଲ୍ଲିକ, ASI ସୁବାଷ ଚନ୍ଦ୍ର ମହାପାତ୍ର, ଗୀତାଞ୍ଜଳି ବେହେରା, ଏବଂ କର୍ମଚାରୀ ପ୍ରଦୀପ୍ତ ପଣ୍ଡା, ଦୀପ୍ତି ରଞ୍ଜନ ଦାସ ପ୍ରମୁଖ ସାମିଲ ଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!