Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଖଣ୍ଡପଡ଼ା ସେକ୍ସନ ଅଫିସର ଓ ଜିଲ୍ଲା ପରିଷଦ କନିଷ୍ଠ କିରାଣୀ ନିଲମ୍ବିତ

by ସଞ୍ଜୟ ସ୍ୱାଇଁ
September 28, 2022
in Crime, Nayagarh, State
ନୟାଗଡ଼ ଜିଲ୍ଲାପାଳଙ୍କ ନାମରେ ଫେକ୍ ଆକାଉଣ୍ଟ ଖୋଲି ଠକେଇ ଉଦ୍ୟମ
850
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାରେ ଅନିୟମିତତା କାରଣରୁ ଜିଲ୍ଲାପାଳ ଡ. ପୋମା ଟୁଡୁ ଦୁଇ ଜଣ ସରକାରୀ କର୍ମଚାରୀଙ୍କୁ କାର୍ୟ୍ୟରୁ ନିଲମ୍ବନ କରିଥିବା ସୂଚନା ମିଳିଛି । ଭାପୁର ବ୍ଲକରେ ମନରେଗା ଦୁର୍ନିତୀରେ ସମ୍ପୃକ୍ତି ଥିବା ସେସ୍କନ ଅଫିସର ଜଗଦ୍ଦିଶ ଚନ୍ଦ୍ର ସେଠୀଙ୍କୁ ନିଲମ୍ବନ କରାଯାଇଛି । ପୂର୍ବରୁ ତାଙ୍କଠାରୁ ଅର୍ଥ ଭରଣା କରାଯିବା ପାଇଁ ନିର୍ଦ୍ଦେଶ ରହିଥିଲା । ତାଙ୍କଠାରୁ ୬ ଲକ୍ଷ ୪୧ ହଜାର ୬୦ ଟଙ୍କା ଭରଣା କରାଯିବାକୁ ନିର୍ଦ୍ଦେଶ ରହିଥିବା ବେଳେ ତାଙ୍କ ବିରୁଦ୍ଧରେ ଥାନାରେ ଏତଲା ଦେବାକୁ ବିଡିଓଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା । ସେ ଏବେ ଖଣ୍ଡପଡ଼ା ବ୍ଲକରେ କାର୍ୟ୍ୟ କରୁଥିଲେ । ସେହିଭଳି ଭାବେ ଜିଲ୍ଲା ପରିଷଦର କନିଷ୍ଠ ରାଜସ୍ୱ କିରାଣୀ ଅରୁଣ କୁମାର ସେଠୀଙ୍କୁ କାର୍ୟ୍ୟରୁ ନିଲମ୍ବନ କରାଯାଇଛି । ଜିଲ୍ଲାପାଳ ତାଙ୍କୁ ନିଲମ୍ବନ କରିଥିବା ଜଣାଯାଇଛି । ସେ ରଣପୁର ତହସିଲରେ କାର୍ୟ୍ୟ କରୁଥିବା ସମୟରେ ବହୁ ଅନିୟମିତତାରେ ସମ୍ପୃକ୍ତ ରହିଥିଲେ । ନିଲମ୍ବନ ସମ୍ପର୍କରେ ଜିଲ୍ଲା ପରିଷଦ କାର୍ୟ୍ୟ ନିର୍ବାହୀ ଅଧିକାରୀ ସୁବାଷ ଚନ୍ଦ୍ର ରାୟ ସୂଚନା ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!