Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମାଛ ମାରୁଥିଲେ ମତ୍ସ୍ୟଜୀବୀ, ହଠାତ୍ ଗୁଳି ମାଡ଼ରେ ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
September 28, 2022
in Crime, State
ମାଛ ମାରୁଥିଲେ ମତ୍ସ୍ୟଜୀବୀ, ହଠାତ୍ ଗୁଳି ମାଡ଼ରେ ମୃତ୍ୟୁ
48
VIEWS
Share on FacebookShare on Twitter

ବାଲେଶ୍ୱର, (ବାଘୁଆବାର୍ତ୍ତା): ମାଛ ମାରୁଥିଲେ ମତ୍ସ୍ୟଜୀବୀ। ହଠାତ୍ ଦେହରେ ବାଜିଲା ଗୁଳି। ଗୁଳି ମାଡ଼ରେ ଜଣେ ମତ୍ସ୍ୟଜୀବୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟଜଣେ ଆହତ ହୋଇଛନ୍ତି। ଆଜି ବାଲେଶ୍ୱର ଚାନ୍ଦିପୁରରେ ଏହି ଅଘଟଣ ଘଟିଛି। ଚାନ୍ଦିପୁରର ଗୋଳାବାରୁଦ ପରୀକ୍ଷଣ ରେଞ୍ଜ ନିଷିଦ୍ଧାଞ୍ଚଳରେ ମାଛ ମାରୁଥିବା ବେଳ ମତ୍ସ୍ୟଜୀବୀଙ୍କୁ ଏହି ଗୁଳି ମାଡ଼ ହୋଇଛି। ମୃତ ମତ୍ସ୍ୟଜୀବୀ ହେଲେ କମଳାକାନ୍ତ ମଝି ଓ ଆହତ ଜଣକ ପଦ୍ମଲୋଚନ ମଲ୍ଲିକ। ଭୁଟୁଭୁଟିରେ ୭ ମତ୍ସ୍ୟଜୀବୀ ଭୁଲବଶତଃ ରେଞ୍ଜ ଭିତରକୁ ମାଛ ମାରିବାକୁ ଚାଲିଯାଇଥିଲେ। ପରୀକ୍ଷଣ ବେଳେ ଗୁଳି ବାଜିବାରୁ ଭୁଟୁଭୁଟି ମାଲିକ କମଳାକାନ୍ତଙ୍କ ମୃତ୍ୟୁ ହୋଇଛି। ତାଙ୍କ ଡାହାଣ ଛାତିରେ ଗୁଳି ବାଜିଛି। ଭୁଟୁଭୁଟିରେ ଥିବା ଅନ୍ୟ ୫ ମତ୍ସ୍ୟଜୀବୀ ମୃତାହତଙ୍କୁ ଧରି କୂଳରେ ପହଞ୍ଚିଥିଲେ। ପରେ ଆହତଙ୍କୁ ବାଲେଶ୍ୱର ଜିଲ୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଖବର ପାଇବା ପରେ ପୁଲିସ ପହଞ୍ଚି ମତ୍ସ୍ୟଜୀବୀଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଛି। ଅନ୍ୟ ମତ୍ସ୍ୟଜୀବୀଙ୍କୁ ଘଟଣା ସମ୍ପର୍କରେ ପଚରାଉଚରା କରିବା ସହ ଘଟଣାର ଅଧିକ ତଦନ୍ତ ଜାରି ରଖିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!