Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସୁନା ଦୋକାନରୁ ଲକ୍ଷାଧିକ ଟଙ୍କାର ସୁନା ଓ ରୂପା ଗହଣା ଚୋରି

by ସଞ୍ଜୟ ସ୍ୱାଇଁ
September 30, 2022
in Crime, State
ସୁନା ଦୋକାନରୁ ଲକ୍ଷାଧିକ ଟଙ୍କାର ସୁନା ଓ ରୂପା ଗହଣା ଚୋରି
95
VIEWS
Share on FacebookShare on Twitter

ବଲାଙ୍ଗିର, (ବାଘୁଆବାର୍ତ୍ତା): ପାର୍ବଣ ସମୟରେ ବଢ଼ିଲାଣି ଚୋରଙ୍କ ଦୌରାତ୍ମ୍ୟ। ଗତକାଲି ରାତିରେ ବଲାଙ୍ଗିର ସହର ମଧ୍ୟରେ ଥିବା ଏକ ସୁନା ଦୋକାନରୁ ଲକ୍ଷାଧିକ ଟଙ୍କାର ସୁନା ଓ ରୂପା ଗହଣା ଚୋରି ହୋଇଛି। ବିଳମ୍ବିତ ରାତିରେ ଏଭଳି କାଣ୍ଡ ଘଟିଥିବା ଜଣାପଡିଛି। ଆଜି ସକାଳୁ ସକାଳୁ ମାଲିକ ଦୋକାନକୁ ଆସି ଚୋରି ବିଷୟରେ ଜଣାଇବାକୁ ପାଇଥିଲେ। ଖବର ପାଇ ଟାଉନ୍ ଥାନା ପୁଲିସ ଘଟଣାସ୍ଥଳରେ ପହଁଚି ତଦନ୍ତ ଆରମ୍ଭ କରିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!