Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଫେରାର ଠକକୁ ବାନ୍ଧିଲା ଇଓଡ଼ବ୍ଲ୍ୟୁ

by ସଞ୍ଜୟ ସ୍ୱାଇଁ
October 2, 2022
in Crime, State
ଫେରାର ଠକକୁ ବାନ୍ଧିଲା ଇଓଡ଼ବ୍ଲ୍ୟୁ
126
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଫେରାର ଠକକୁ ବାନ୍ଧିଲା ଇଓଡ଼ବ୍ଲ୍ୟୁ । ଓଡିଶା ହୋମ କମର୍ସିଆଲ ପ୍ରାଇଭେଟ ଲିମିଟେଡ଼ କମ୍ପାନୀର ନିର୍ଦ୍ଦେଶକ ଗିରଫ ହୋଇଛନ୍ତି । ଗିରଫ ନିର୍ଦ୍ଦେଶକଙ୍କ ନାମ ମନୋଜ ପଣ୍ଡା । ଗତ କିଛି ତଳେ ମନୋଜ ବିରୁଦ୍ଧରେ ଲୁକ ଆଉଟ ସରକୁଲାର ଜାରି କରିଥିଲା ଇଓଡ଼ବ୍ଲ୍ୟୁ । ଆପାର୍ଟମେଂଟ ଓ ଫ୍ଲାଟ ଦେବା ନାଁରେ ୨୦ କୋଟି ଠକେଇ ଅଭିଯୋଗ ହୋଇଥିଲା । ଭୁବନେଶ୍ୱର ସାଂପୁର ଗଣପତି ମୌଜାରେ ଫ୍ଲାଟ ଓ ଆପାର୍ଟମେଂଟ ଦେବାକୁ କହି ଟଙ୍କା ନେଇଥିଲା । ୨୦୧୩ ରୁ ୨୦୧୬ ମଧ୍ୟରେ ୪୨ ଜଣଙ୍କ ଠାରୁ ୨୦ କୋଟି ନେଇଥିଲା ସଂସ୍ଥା । ୨୦୧୮ ମସିହାରେ ଫ୍ଲାଟ ଦେବାକୁ କହିଥିଲେ । ଟଙ୍କା ପାଇବା ପରେ ଛୁ ମାରିଥିଲେ ମନୋଜ ପଣ୍ଡା । ଟଙ୍କା ଦେଇଥିବା ଜମାକାରି ଇଓଡ଼ବ୍ଲ୍ୟୁ ରେ ଅଭିଯୋଗ ପରେ ତଦନ୍ତ ଆରମ୍ଭ କରିଥିଲା ଇଓଡ଼ବ୍ଲ୍ୟୁ । ଆଉ ଏବେ ଫେରାର ଠକକୁ ବାନ୍ଧିଲା ଇଓଡ଼ବ୍ଲ୍ୟୁ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!