Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରେମ ବ୍ୟାପାରକୁ କେନ୍ଦ୍ର କରି ପ୍ରେମିକକୁ ଅପହରଣ କରି ହତ୍ୟା

by ସଞ୍ଜୟ ସ୍ୱାଇଁ
October 2, 2022
in Crime, State
ପ୍ରେମ ବ୍ୟାପାରକୁ କେନ୍ଦ୍ର କରି ପ୍ରେମିକକୁ ଅପହରଣ କରି ହତ୍ୟା
27
VIEWS
Share on FacebookShare on Twitter

ରାଉରକେଲା, (ବାଘୁଆବାର୍ତ୍ତା): ନାବାଳିକା ଝିଅର ପ୍ରେମକୁ ବିରୋଧ। ପ୍ରେମିକକୁ ଅପହରଣ ପରେ ହତ୍ୟା। ମାମଲାରେ ନାବାଳିକାଙ୍କ ବାପାଙ୍କ ସହ ୬ଅଭିଯୁକ୍ତଙ୍କୁ ଗିରଫ କରିଛି ରାଉରକେଲା ପ୍ଲାଣ୍ଟ ସାଇଟ୍ ଥାନା। ମୃତକ ହେଉଛନ୍ତି ଦେବଗଡ଼ ହାତୀଶାଳ ସାହିର ଶ୍ରୀନିବାସ ରାଓ। ନାବାଳିକାଙ୍କ ବାପା ଵିନୋଦ ସିଂଙ୍କ ସହ ଅନ୍ୟ ୬ଜଣ ଶ୍ରୀନିବାସଙ୍କୁ ପିଟିପିଟି ହତ୍ୟା କରିବା ପରେ ମୃତଦେହକୁ କୋଇଲା ବୋଝେଇ ଟ୍ରେନରେ ରାୟପୁର ପଠାଇ ଦେଇଥିଲେ। ପ୍ରେମ ବ୍ୟାପାରକୁ କେନ୍ଦ୍ର କରି ଗତ ୨୪ତାରିଖରେ ଶ୍ରୀନିବାସଙ୍କୁ ଅପହରଣ କରି ହତ୍ୟା କରାଯାଇଥିବା ପ୍ଲାଣ୍ଟ ସାଇଟ ଥାନାରେ ଅଭିଯୋଗ ହୋଇଥିଲା।ହତ୍ୟାରେ ବ୍ୟବହୃତ ଵେସଵଲ ଵ୍ୟାଟ, ଲୁହା ପାଇପ ଜଵତ ହୋଇଥିବା ବେଳେ ରାୟପୁରରୁ ମୃତଦେହ ଉଦ୍ଧାର କରାଯାଇଛି । ହତ୍ୟା ମାମଲାରେ ୬ଜଣଙ୍କୁ ଗିରଫ କରାଯାଇଥିବା ବେଳେ ଆଉ ଜଣେ ଅଭିଯୁକ୍ତ ଫେରାର ହୋଇଯାଇଛି। ତାକୁ ଧରିବାକୁ ଉଦ୍ୟମ କରୁଛି ପୋଲିସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!