Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଯନ୍ତ୍ରୀଙ୍କ ଘରୁ ତାଲା ଭାଙ୍ଗି ଅଲମିରା ତାଡ଼ି ୩ ଲକ୍ଷ ଟଙ୍କା ସହିତ ୫୦ ଭରି ସୁନା ଅଳଙ୍କାର ଲୁଟି ନେଲେ ଦୁର୍ବୃତ୍ତ

by ସଞ୍ଜୟ ସ୍ୱାଇଁ
October 3, 2022
in Crime, State
ଯନ୍ତ୍ରୀଙ୍କ ଘରୁ ତାଲା ଭାଙ୍ଗି ଅଲମିରା ତାଡ଼ି ୩ ଲକ୍ଷ ଟଙ୍କା ସହିତ ୫୦ ଭରି ସୁନା ଅଳଙ୍କାର ଲୁଟି ନେଲେ ଦୁର୍ବୃତ୍ତ
28
VIEWS
Share on FacebookShare on Twitter

କଲ୍ୟାଣସିଂହପୁର, (ବାଘୁଆବାର୍ତ୍ତା): ଯନ୍ତ୍ରୀଙ୍କ ଘରେ କଳାକନା ବୁଲାଇଦେଲେ ଦୁର୍ବୃତ୍ତ। ଆଲ୍‌ମିରା ଭାଙ୍ଗି ପାଖାପାଖି ନଗଦ ୩ ଲକ୍ଷ ଟଙ୍କା ଓ ଗହଣା ଲୁଟିନେଲେ। ଏପରି ଲୁଟ୍‌ ରାୟଗଡ଼ା ଟାଉନ୍‌ରେ ଘଟିଛି। ଅଭିଯୋଗ ହେବା ପରେ ପୁଲିସ ଘଟଣାର ତଦନ୍ତ ଚଳାଇଛି। କସ୍ତୁରୀ ନଗର ପଞ୍ଚମ ଲେନ୍‌ରେ ରୁହନ୍ତି କୋଲନରା ବ୍ଲକ ସହକାରୀ ଯନ୍ତ୍ରୀ ପ୍ରଦୀପ କୁମାର ବେହେରା। କିନ୍ତୁ ଗତ ୬ ଦିନ ହେଲା ସେ ଘରେ ନଥିଲେ। କୌଣସି କାମରେ ପାରିବାର ଲୋକଙ୍କ ସହିତ କୋଲକାତା ଯାଇଥିଲେ। ଘରେ ତାଲା ପଡ଼ିଥିଲା। ଏହାର ସୁଯୋଗ ନେଇ ଦୁର୍ବୃତ୍ତମାନେ ଘର ତାଲା ଭାଙ୍ଗି ଅଲମିରା ତାଡ଼ି ନଗଦ ୩ ଲକ୍ଷ ଟଙ୍କା ସହିତ ୫୦ ଭରି ସୁନା ଅଳଙ୍କାର ଲୁଟି ନେଇଥିଲେ। ଘରର କବାଟ ଭଙ୍ଗା ଯାଇଥିବା ଦେଖି ପଡ଼ୋଶୀମାନେ ଶ୍ରୀ ବେହେରାଙ୍କୁ ଜଣାଇବା ସହିତ ଥାନାକୁ ଖବର ଦେଇଥିଲେ। ସନ୍ଧାନୀ କୁକୁର ଓ ସାଇଣ୍ଟିଫିକ୍‌ ଟିମ୍‌ ସହ ଟାଉନ୍‌ ଥାନା ପୁଲିସ ଘଟଣାର ତଦନ୍ତ ଚଳାଇଛି। ବର୍ତ୍ତମାନ ସୁଦ୍ଧା ଲୁଟେରାଙ୍କ ପତ୍ତା ପାଇନାହିଁ। ପୁଲିସ ବିଭିନ୍ନ ଦିଗରୁ ତଦନ୍ତ ଚଳାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!