Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କେନାଲ ପାଣିକୁ ନେଇ ଝଗଡାରେ ବଡ଼ଭାଇକୁ ମାରିଦେଲା ସାନଭାଇ

by ସଞ୍ଜୟ ସ୍ୱାଇଁ
October 4, 2022
in Crime, State
କେନାଲ ପାଣିକୁ ନେଇ ଝଗଡାରେ ବଡ଼ଭାଇକୁ ମାରିଦେଲା ସାନଭାଇ
47
VIEWS
Share on FacebookShare on Twitter

କଳାହାଣ୍ଡି, (ବାଘୁଆବାର୍ତ୍ତା): ଭବନୀପାଟଣା ସଦର ଅନ୍ତର୍ଗତ ତିଲଯୋଗି ଗାଁରେ ଅଘଟଣ । ବଡ ଭାଇକୁ ମାରିଦେଲା ସାନଭାଇ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ମୃତଦେହକୁ ଜବତ କରି ପୋଷ୍ଟମର୍ଟମ ପାଇଁ ପଠାଇଛି । ତିଲଯୋଡ଼ି ଗାଁର ବେଦପତି ମାଝୀ ନିଜ ବଡ଼ଭାଇ ପୂର୍ଣ୍ଣ ମାଝୀଙ୍କ ମଧ୍ୟରେ କେନାଲ ପାଣିକୁ ନେଇ ଝଗଡା ଚାଲିଥିଲା । ସୋମବାର ସକାଳେ ବେଦପତି ଓ ପୂର୍ଣ୍ଣଙ୍କ ମଧ୍ୟରେ ପୁଣି ଥରେ ବଚସା ହୋଇଥିଲା । ଏଥିରେ ବେଦପତି ପୂର୍ଣ୍ଣଙ୍କୁ ଠେଙ୍ଗାରେ ଆକ୍ରମଣ କରିଥିଲେ । ଯାହାଫଳରେ ତାଙ୍କ ମୃତ୍ୟୁ ହୋଇଯାଇଥିଲା । ଏହା ଦେଖିବା ପରେ ପାଖରେ କେହି ନଥିବାର ସୁଯୋଗ ନେଇ ବେଦପତି ତାଙ୍କ ଭାଇ ଶବକୁ ନେଇ ପାଖ ଜଙ୍ଗଲରେ ପୋତି ଘରକୁ ଫେରିଆସିଥିଲେ । ପରିବାର ଲୋକେ ବହୁ ଖୋଜାଖୋଜି କରିବା ପରେ ପୂର୍ଣ୍ଣଙ୍କୁ ନପାଇବାରୁ ସଦର ଥାନାରେ ଏତଲା ଦେଇଥିଲେ । ମଙ୍ଗଳବାର ସକାଳୁ ଜଣଙ୍କୁ ସଦର ଥାନା ଆଇଆଇସି ରଶ୍ମିତା ଶବର ଗାଁରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ । ଲୋକଙ୍କୁ ପଚରାଉଚରା କରିବା ପରେ ବେଦପତି ନିଜ ଦୋଷ ସ୍ୱୀକାର କରିଥିଲେ ଏବଂ ଘଟଣାସ୍ଥଳକୁ ଯାଇ ଶବ ପୋତିଥିବା ସ୍ଥାନକୁ ଚିହ୍ନଟ କରିଥିଲେ । ପୋଲିସ ଛାନ୍‌ଭିନ୍ ଜାରି ରଖିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!