Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମା’କୁ ହତ୍ୟା କଲା ନୃଶଂସ ପୁଅ

by ସଞ୍ଜୟ ସ୍ୱାଇଁ
October 8, 2022
in Crime, State
ମା’କୁ ହତ୍ୟା କଲା ନୃଶଂସ ପୁଅ
93
VIEWS
Share on FacebookShare on Twitter

ଭଞ୍ଜନଗର, (ବାଘୁଆବାର୍ତ୍ତା): ଯେଉଁ ମା’ କୋଳେଇ କାଖେଇ ବଡ଼ କରିଥିଲା। ପଣତ କାନିରେ ନିଜ ଲୁହ ପୋଛି ଦେଉଥିଲା। ସେହି ମା’କୁ ସାମାନ୍ୟ କିଛିଟା ଟଙ୍କା ପାଇଁ ହତ୍ୟା କଲା ନୃଶଂସ ପୁଅ। ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ତାରସିଙ୍ଗି ଥାନା ଅନ୍ତର୍ଗତ ଗଜାପଦର ଗାଁରେ। ମୃତ ମହିଳା ଜଣକ ହେଲେ ତ୍ରିବେଣୀ ନାୟକ। ତାଙ୍କୁ ୫୦ ବର୍ଷ ହୋଇଥିଲା। ତ୍ରିବେଣୀ ନିଜ ପୁଅ ସନା ନାୟକ ସହିତ ଘରେ ରହୁଥିଲେ। ଗତକାଲି ରାତିରେ ପୁଅ ଘରକୁ ଫେରି ମା’କୁ ଟଙ୍କା ମାଗିଥିଲା। ମା’ ଟଙ୍କା ଦେବାକୁ ମନା କରିବାରୁ ଉଭୟଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଆଜି ସକାଳେ ତ୍ରିବେଣୀଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଘରେ ପଡ଼ିଥିବା ପଡୋଶୀ ଦେଖିଥିଲେ। ଘଟଣା ସମ୍ପର୍କରେ ପୁଲିସକୁ ଖବର ଦେଇଥିଲେ। ପୁଲିସ ପହଞ୍ଚି ଘଟଣାର ତଦନ୍ତ କରିବା ସହ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏହାସହ ତ୍ରିବେଣୀଙ୍କ ପୁଅ ସନା ନାୟକଙ୍କୁ ଅଟକ ରଖି ପଚରାଉଚରା କରୁଛି ପୁଲିସ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!