Wednesday, July 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୩୨୦ କୋଟିରୁ ଅଧିକ ଟଙ୍କାର ଜିଏସ୍‌ଟି ଠକେଇ ଅଭିଯୋଗରେ ବନ୍ଧା ହେଲେ ଜଣେ ଚାର୍ଟାଡ ଆକାଉଣ୍ଟାଣ୍ଟ

by ସଞ୍ଜୟ ସ୍ୱାଇଁ
September 3, 2021
in Crime, State
୩୨୦  କୋଟିରୁ ଅଧିକ ଟଙ୍କାର ଜିଏସ୍‌ଟି ଠକେଇ ଅଭିଯୋଗରେ ବନ୍ଧା ହେଲେ ଜଣେ ଚାର୍ଟାଡ ଆକାଉଣ୍ଟାଣ୍ଟ
47
VIEWS
Share on FacebookShare on Twitter

ଝାରସୁଗୁଡ଼ା, (ବାଘୁଆବାର୍ତ୍ତା): ପ୍ରାୟ ୩୨୦ କୋଟିରୁ ଅଧିକ ଟଙ୍କାର ଜିଏସ୍‌ଟି ଠକେଇ ଅଭିଯୋଗରେ ବନ୍ଧା ହେଲେ ଜଣେ ଚାର୍ଟାଡ ଆକାଉଣ୍ଟାଣ୍ଟ। ଝାରସୁଗୁଡା ଟାଉନ ଥାନା ଅନ୍ତର୍ଗତ ସରବାହାଲଠାରୁ ଜଣେ ଚାର୍ଟାଡ ଆକାଉଣ୍ଟାଣ୍ଟଙ୍କୁ ଗିରଫ କଲା ସମ୍ବଲପୁର ସିଟି ପୁଲିସ୍‌ ଓ GST ଏନ୍‌ଫୋର୍ସମେଣ୍ଟ ଟିମ୍‌। ଗିରଫ ଚାର୍ଟାଡ ଆକାଉଣ୍ଟାଣ୍ଟଜଣକ ହେଲେ ଅମିତ ଅଗ୍ରୱାଲ । ଅମିତ ଅଗ୍ରୱାଲ ଝାରସୁଗୁଡ଼ାର ଜଣେ ଜଣାଶୁଣା ଚାର୍ଟାଡ ଆକାଉଣ୍ଟାଣ୍ଟ । ସେ ଫେକ୍‌ ବିଲ୍‌ କରି ପ୍ରାୟ ୩୧୯ କୋଟି ୬୫ଲକ୍ଷ ଟଙ୍କାର ଜିଏସଟି ଠକିଥିବା ଅଭିଯୋଗ ହୋଇଥିଲା। ଏନେଇ ବିଶେଷ ସୂତ୍ରରୁ ଖବର ପାଇ ସମ୍ବଲପୁର, ରାଉରକେଲା ଓ ଝାରସୁଗୁଡାର GTS ଦଳ ଅମିତଙ୍କ ସରବାହାଲସ୍ଥିତ କାର୍ଯ୍ୟାଳୟରେ ଚଢ଼ାଉ କରି ତାଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲେ। ୩୧୯ କୋଟି ୬୫ଲକ୍ଷ ଟଙ୍କା GST ଫାଙ୍କିଥିବା ଅମିତ ଅଗ୍ରୱାଲଙ୍କ ଶୁଣାଣି ଝାରସୁଗୁଡ଼ା ଏସଡିଜେଏମ୍ ହୋଇଥିଲା।। ତାଙ୍କୁ ୧୫ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଥିବା ପବ୍ଲିକ ପ୍ରସିକ୍ୟୁଟର ପ୍ରକାଶ ଚନ୍ଦ୍ର ମହାନ୍ତି ସୂଚନା ଦେଇଛନ୍ତି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!