Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଧର୍ମେନ୍ଦ୍ର ସାହୁ ଆତ୍ମହତ୍ୟା ଘଟଣା: ବିନ୍ଦାସ ଚିନୁ ସହ ଆଉ ତିନି ଜଣଙ୍କୁ ଜେରା କରୁଛି ପୋଲିସ

by ସଞ୍ଜୟ ସ୍ୱାଇଁ
October 12, 2022
in Crime, State
ଧର୍ମେନ୍ଦ୍ର ସାହୁ ଆତ୍ମହତ୍ୟା ଘଟଣା: ବିନ୍ଦାସ ଚିନୁ ସହ ଆଉ ତିନି ଜଣଙ୍କୁ ଜେରା କରୁଛି ପୋଲିସ
89
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଗୋପ ଜିଲା ପରିଷଦ ଧର୍ମେନ୍ଦ୍ର ସାହୁ ଆତ୍ମହତ୍ୟା ଘଟଣା। ବିନ୍ଦାସ ଚିନୁକୁ ଜେରା କରୁଛି ପୋଲିସ । ଡ଼ିସିପି ଅଫିସରେ ବିନ୍ଦାସ ଚିନୁ ସମେତ ଆଉ ତିନି ଜଣଙ୍କୁ ଜେରା କରୁଛି ପୋଲିସ । ଧର୍ମେନ୍ଦ୍ରଙ୍କ ବନ୍ଧୁ ଅକ୍ଷୟ ନାୟକଙ୍କ କଲ ରେକର୍ଡ଼ରେ ଥିଲା ଚିନୁଙ୍କ ନାମ । ଯାହାକୁ ଆଧାର କରି ତଦନ୍ତ କରୁଛି ପୋଲିସ । ତେବେ ଧର୍ମେନ୍ଦ୍ରଙ୍କ ଏମାନଙ୍କର ଥିଲା ସମ୍ପର୍କ କଣ, କେବେଠାରୁ ଧର୍ମେନ୍ଦ୍ରକୁ ଜାଣିଥିଲେ । ଧର୍ମେନ୍ଦ୍ର କାହିଁକି ମାନସିକ ଚାପରେ ଥିଲେ, ସେନେଇ ପୋଲିସ କରୁଛି ପଚରାଉଚରା । ପୂର୍ବରୁ ଅକ୍ଷୟ ନାୟକଙ୍କୁ ମଧ୍ୟ ପଚରାଉଚରା କରିଥିଲା ପୋଲିସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!