Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗୋଜବାୟାଣୀ ଛକରେ ଗୁଳିକାଣ୍ଡ ଘଟଣାରେ ପାଞ୍ଚଜଣ ଗିରଫ

by ସଞ୍ଜୟ ସ୍ୱାଇଁ
October 13, 2022
in Crime, State
ଗୋଜବାୟାଣୀ ଛକରେ ଗୁଳିକାଣ୍ଡ ଘଟଣାରେ ପାଞ୍ଚଜଣ ଗିରଫ
16
VIEWS
Share on FacebookShare on Twitter

ମାର୍ଶାଘାଇ, (ବାଘୁଆବାର୍ତ୍ତା): ଗୁଳିକାଣ୍ଡ ଘଟଣାରେ ପାଞ୍ଚଜଣ ଗିରଫ । ଅଭିଯୁକ୍ତଙ୍କ ନିକଟରୁ ଗୋଟିଏ ବନ୍ଧୁକ ସହତ ୩ଟି ଜୀବନ୍ତ ଗୁଳି, ଦୁଇଟି ବାଇକ ଏବଂ ଡ୍ରାଇଭିଂ ଲାଇସେନ୍ସ ଜବତ ହୋଇଛି । ଗିରଫ ଅପରାଧୀଙ୍କ ନାଁରେ ବିଭିନ୍ନ ଥାନାରେ ମାମଲା ରହିଥିବା ସୂଚନା । ଗତ ୧୫ ତାରିଖରେ କେନ୍ଦ୍ରାପଡ଼ା ଜିଲ୍ଲା ମାର୍ଶାଘାଇ ଥାନା ୫୩ ନମ୍ବର ଜାତୀୟ ରାଜପଥ ଗୋଜବାୟାଣୀ ଛକରେ ଗୁଳିକାଣ୍ଡ ଘଟିଥିଲା । ଏହାପରଠାରୁ ଅଭିଯୁକ୍ତଙ୍କୁ ଧରିବା ପାଇଁ କସରତ ଆରମ୍ଭ କରିଦେଇଥିଲେ ପୋଲିସ । ଶେଷରେ ଏହି ଗୁଳିକାଣ୍ଡ ଘଟଣାରେ ସାମିଲ ଥିବା ପାଞ୍ଚ ଅଭିଯୁକ୍ତଙ୍କୁ ଧରିବାରେ ସକ୍ଷମ ହୋଇଛି ପୋଲିସ । ସେମାନଙ୍କ ନିକଟରୁ ବନ୍ଧୁକ ଓ ଜୀବନ୍ତ ଗୁଳି ଜବତ ହୋଇଛି । ଏନେଇ କେନ୍ଦ୍ରପଡ଼ା ଏସ୍‌ପି ପ୍ରେସମିଟ୍‌ ଜରିଆରେ ଏହି ସୂଚନା ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!