Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୭ କିଲୋ ନକଲି ଟାଟା ଚା ଜବତ

by ସଞ୍ଜୟ ସ୍ୱାଇଁ
October 14, 2022
in Crime, State
୭ କିଲୋ ନକଲି ଟାଟା ଚା ଜବତ
110
VIEWS
Share on FacebookShare on Twitter

ଯାଜପୁର, (ବାଘୁଆବାର୍ତ୍ତା): ଟାଟା କମ୍ପାନୀ ପକ୍ଷରୁ ଚଢ଼ଉ ବିରଜା ହାଟରୁ ନକଲି ଟାଟା ଚା ଜବତ। ଯାଜପୁର ଟାଉନ ଥାନା ଅନ୍ତର୍ଗତ ବିରଜା ହାଟରୁ ନକଲି ଟାଟା-ଚା ଜବତ କରାଯାଇଛି। ଏହି ଘଟଣାର ଜଣେ ବ୍ୟବସାୟୀଙ୍କୁ ଅଟକ ରଖି ଟାଉନ ପୁଲିସ ପଚରାଉଚୁରା କରୁଛି। ସୂଚନା ଅନୁସାରେ, ଯାଜପୁର ସାପ୍ତାହିକ ବିରଜା ହାଟରେ ଟାଟା କମ୍ପାନୀର ଛାପା ଥିବା ନକଲି ଚା ଗ୍ରାହକଙ୍କୁ ବିକ୍ରି କରାଯାଉଥିବା ଅଭିଯୋଗ ହୋଇଥିଲା। ଫଳରେ କମ୍ପାନୀର ବରିଷ୍ଠ ଅଧିକାରୀ ଟୋଟୋନ ଚକ୍ରବର୍ତ୍ତିଙ୍କ ନେତୃତ୍ବରେ ଏକ ଟିମ୍‌ ଯାଜପୁରରେ ପହଞ୍ଚି ଟାଉନ ପୋଲିସର ସହାୟତାରେ ବିରଜା ହାଟରେ ଚଢାଉ କରିଥିଲେ। ଏହି ସମୟରେ ବ୍ୟବସାୟୀ ବିରଞ୍ଚି ନାରାୟଣ ମଲ୍ଲିକଙ୍କ ପାଖରୁ ୭ କିଲୋରୁ ଅଧିକ ପରିମାଣର ନକଲି ଟାଟା ପ୍ରିମିୟମ ଚା ଜବତ କରାଯାଇଛି। ଏହି ଘଟଣାରେ ବ୍ୟବସାୟୀଙ୍କୁ ଅଟକ ରଖାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!