Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବେଆଇନ୍ ୟୁନିଟ ଉପରେ ଚଢାଉରେ ବିପୁଳ ପରିମାଣର ଗୁଟଖା ଜବତ

by ସଞ୍ଜୟ ସ୍ୱାଇଁ
October 14, 2022
in Crime, State
ବେଆଇନ୍ ୟୁନିଟ ଉପରେ ଚଢାଉରେ ବିପୁଳ ପରିମାଣର ଗୁଟଖା ଜବତ
45
VIEWS
Share on FacebookShare on Twitter

ବ୍ରହ୍ମପୁର, (ବାଘୁଆବାର୍ତ୍ତା): ଗୋଳନ୍ଥରା ପୋଲିସ୍‌ର ବଡ ଧରଣର ଚଢାଉ । ହଳଦିଆପଦର ଓ ଅଟୋନଗର ବେଆଇନ୍ ଗୁଟଖା ୟୁନିଟ ଉପରେ ଚଢାଉ । ବିପୁଳ ପରିମାଣର ଗୁଟଖା, ଗୁଟଖା ସାମଗ୍ରୀ ସହ ବିଭିନ୍ନ ମେସିନ୍ ଜବତ ହୋଇଛି । ଜବତ ସାମଗ୍ରୀର ଆନୁମାନିକ ମୂଲ୍ୟ ୧୦ କୋଟି ଟଙ୍କା ହେବ ବୋଲି ଆକଳନ କରିଛି ପୋଲିସ୍ । ଦୁଇଜଣଙ୍କୁ ପୋଲିସ୍ ଗିରଫ କରିଥିବା ବେଳେ ମୁଖ୍ୟ କାର୍ପଟଦାର ପି ଗୋପାଳ କ୍ରିର୍ଷ୍ଣା ରାଓଙ୍କୁ ଗିରଫ କରିବାକୁ ପୁଲିସ୍ ପଦକ୍ଷେପ ଗ୍ରହଣ କରୁଥିବା ଏସ୍‌ପି ସୂଚନା ଦେଇଛନ୍ତି । ୨୦୧୬ ମସିହାରେ ପୋଲିସ୍ ହଳଦିଆପଦର ଏହି ଗୁଟୁଖା ୟୁନିଟ୍ ଉପରେ ଚଢାଉ କରିଥିବା ନଜିର ରହିଛି । ସେତେବେଳେ ମଧ୍ୟ ପି ଗୋପାଳ କ୍ରିର୍ଷ୍ଣାଙ୍କ ନାମରେ ମାମଲା ଦାଏର୍ ହୋଇଥିଲା । ଏବେ ପୁଣି ଥରେ ସେହି ବେଆଇନ୍ ଗୁଟଖା ପ୍ରସ୍ତୁତ ୟୁନିଟ ଉପରେ ପୋଲିସ୍ ଚଢାଉ କରି ଅଧିକ ତଦନ୍ତ କରୁଛି । ପି,ଗୋପାଳ କ୍ରିର୍ଷ୍ଣା ଓ ଅନ୍ୟ ସଂପୃକ୍ତି ଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପୋଲିସ୍ ପଦକ୍ଷେପ ଗ୍ରହଣ କରୁଥିବା ଏସ୍‌ପି ସୂଚନା ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!