Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭଡ଼ା ଘରୁ ମିଳିଲା ଯୁବ ଇଞ୍ଜିନିୟରଙ୍କ ମୃତଦେହ

by ସଞ୍ଜୟ ସ୍ୱାଇଁ
October 15, 2022
in Crime, State
ଭଡ଼ା ଘରୁ ମିଳିଲା ଯୁବ ଇଞ୍ଜିନିୟରଙ୍କ ମୃତଦେହ
82
VIEWS
Share on FacebookShare on Twitter

ମାର୍ଶାଘାଇ, (ବାଘୁଆବାର୍ତ୍ତା): ଯୁବ ଇଞ୍ଜିନିୟରଙ୍କ ଝୁଲନ୍ତା ମୃତଦେହ ଠାବ । କେନ୍ଦ୍ରାପଡ଼ା ଜିଲ୍ଲା ମାର୍ଶାଘାଇ OPTCL ଅଫିସରେ କାର୍ଯ୍ୟରତ ଥିଲେ ଯୁବ ଇଞ୍ଜିନିୟର ଆଶୁତୋଶ ସାହୁ । ଭଡ଼ାଘରୁ ମୃତଦେହ ଜବତ କରି ତଦନ୍ତ କରୁଛି ପୋଲିସ । ଖବର ଅନୁଯାୟୀ, ଆଶୁତୋଷ ସାହୁ ଗତ ଦୁଇମାସ ହେବ OPTCL ଅଫିସରେ ଯୋଗ ଦେଇଥିଲେ । ତାଙ୍କ ଘର ଭୁବନେଶ୍ୱର ଚନ୍ଦ୍ରେଶଖପୁର ଥାନା ଶୈଳଶ୍ରୀ ବିହାର ଅଞ୍ଚଳର ବୋଲି ଜଣାପଡିଛି । ସେ କେନ୍ଦ୍ରାପଡ଼ାରେ ଏକ ଘର ଭଡ଼ା ନେଇ ରହୁଥିଲେ । ଶନିବାର ଦିନ ବହୁ ସମୟ ଧରି ଘର ଖୋଲା ହୋଇଥିଲା । ଯାହାଫଳରେ ପୋଲିସକୁ ଖବର ଦିଆଯାଇଥିଲା । ପୋଲିସ ଘଟଣାସ୍ଥଳରେ ପହଞ୍ଚି କବାଟ ତାଡି ମୃତଦେହକୁ ଜବତ କରିଛି । ଏହାବ୍ୟତୀତ ସାଇଣ୍ଟିଫିକ୍‌ ଟିମ୍‌ ମଧ୍ୟ ପହଞ୍ଚି ନମୁନା ସଂଗ୍ରହ କରିଛି । ସେପଟେ ଶବ ବ୍ୟବଚ୍ଛେଦ ପାଇଁ କେନ୍ଦ୍ରାପଡ଼ା ଜିଲ୍ଲା ସ୍ୱାସ୍ଥ୍ୟକେନ୍ଦ୍ରକୁ ପଠାଇଛି ପୋଲିସ । ତେବେ ଯୁବ ଇଞ୍ଜିନିୟରଙ୍କ ମୃତ୍ୟୁ ପ୍ରକୃତ କାରଣ ତଦନ୍ତ ପରେ ହିଁ ସ୍ପଷ୍ଟ ହେବ ବୋଲି ସ୍ଥାନୀୟଲୋକେ କହିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!