Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୩ଟି କଲରାପତରିଆ ବାଘ ଛାଲ ଜବତ ସହ ୩ ଗିରଫ

by ସଞ୍ଜୟ ସ୍ୱାଇଁ
October 16, 2022
in Crime, State
୩ଟି କଲରାପତରିଆ ବାଘ ଛାଲ ଜବତ ସହ ୩ ଗିରଫ
103
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌କୁ ସଫଳତା। ଏକ ବାଘ ଛାଲ ରାକେଟର ପର୍ଦ୍ଦାଫାସ କରିଛି। ୩ଟି କଲରାପତରିଆ ବାଘ ଛାଲ ଜବତ କରିବା ସହିତ ୩ ଜଣ ମାଫିଆଙ୍କୁ ଗିରଫ କରିଛି। କଲରାପତରିଆ ବାଘ ଛାଲ ବିକ୍ରି ନେଇ ଝାରସୁଗୁଡ଼ା ଜିଲ୍ଲା କୋଲାବିରା ଥାନା ଅନ୍ତର୍ଗତ ମାଳଧୀ ଛକରେ ଚାଲିଥିଲା ଡିଲ୍‌। ସେହି ସମୟରେ ଏସ୍‌ଟିଏଫ୍ ଟିମ୍ ଝାରସୁଗୁଡ଼ା ଓ ସମ୍ବଲପୁର ପୁଲିସ୍ ସହାୟତାରେ ସେଠାରେ କରିଥିଲା ଚଢ଼ାଉ। ପୂର୍ବ ସୂଚନା ଆଧାରରେ ଏସ୍‌ଟିଏଫ୍ ଏହି ଚଢ଼ାଉ କରିଥିଲା। ଚଢ଼ାଉ ବେଳେ ଅଭିଯୁକ୍ତମାନଙ୍କୁ ଗିରଫ କରିବାରେ ସଫଳ ହୋଇଥିଲା ମିଳିତ ଟିମ୍‌। ଗିରଫ ଅଭିଯୁକ୍ତମାନେ ହେଲେ ସୁମିତ କୁମାର, କୃପା ସାହୁ ଓ ଆଦିତ୍ୟ ପାତ୍ର । ଏସ୍‌ଟିଏଫ୍‌ ଏହି ଘଟଣାରେ ଏବେ ଅଧିକ ଖୋଳତାଡ଼ କରୁଛି। ଏହି ରାକେଟର ନେଟୱର୍କ କେତେ ଦୂର ଲମ୍ବିଛି, ଆଗରୁ କେତେ ଥର ସେମାନେ ବାଘଛାଲ ବିକ୍ରି କରିଛନ୍ତି- ଏସବୁର ତଦନ୍ତ କରୁଛି ଏସ୍‌ଟିଏଫ୍‌।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!