Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏକ ତରଫା ପ୍ରେମକୁ ନେଇ ପ୍ରେମିକାର ଘର ଆଗରେ ପ୍ରେମିକର ବୋମାମାଡ଼

by ସଞ୍ଜୟ ସ୍ୱାଇଁ
October 17, 2022
in Crime, State
ଏକ ତରଫା ପ୍ରେମକୁ ନେଇ ପ୍ରେମିକାର ଘର ଆଗରେ ପ୍ରେମିକର ବୋମାମାଡ଼
61
VIEWS
Share on FacebookShare on Twitter

ଆଠଗଡ଼, (ବାଘୁଆବାର୍ତ୍ତା): କଟକ ଜିଲ୍ଲା ନରସିଂହପୁର ଥାନା ଅନ୍ତର୍ଗତ ଚକ୍ରପ୍ରସାଦ ଗ୍ରାମରେ ଅଘଟଣ । ଏକ ତରଫା ପ୍ରେମକୁ ନେଇ ପ୍ରେମିକା ଘର ଆଗରେ ପ୍ରେମିକର ବୋମାମାଡ଼ । ବୋମାମାଡ଼ରେ କାହାର କିଛି କ୍ଷୟକ୍ଷତି ହୋଇନଥିବା ବେଳେ ଘରର କିଛି ଅଂଶ ନଷ୍ଟ ହୋଇଛି । ନରସିଂହପୁର ପୋଲିସର ତଦନ୍ତ ଜାରି । ଚକ୍ରପ୍ରସାଦ ଗ୍ରାମ ମୁଣ୍ଡିଆ ସାହିର ପୁଅ ଦିପୁ ନାୟକ ସେହି ଗ୍ରାମର ଜଣେ ନାବାଳିକାଙ୍କୁ ଏକ ତରଫା ପ୍ରେମ କରୁଥିଲେ । ଝିଅକୁ ଅନେକ ସମୟରେ ରାସ୍ତାରେ ଯିବା ସମୟରେ ହଇରାଣ କରୁଥିବା ପରିବାର ପକ୍ଷରୁ କୁହାଯାଇଛି । ଝିଅ ଏବଂ ତାର ପରିବାର ଏହାକୁ ବାରଣ କରିବାରୁ ଏଥିରେ ଉତକ୍ଷିପ୍ତ ହୋଇ ଦିପୁ ନାୟକ ଏକ ତରଫା ପ୍ରେମ କରୁଥିବା ନାବାଳିକାର ଘର ଉପରକୁ ବୋମାମାଡ଼ କରିଛି । ଘଟଣା ସ୍ଥଳରେ ନରସିଂହପୁର ପୋଲିସ ପହଞ୍ଚି ତଦନ୍ତ କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!