Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍ପଷ୍ଟ ଦିବାଲୋକରେ ମହିଳାଙ୍କ ବେକରୁ ଝାମ୍ପିନେଲେ ସୁନା ଚେନ୍‌

by ସଞ୍ଜୟ ସ୍ୱାଇଁ
October 17, 2022
in Crime, State
ସ୍ପଷ୍ଟ ଦିବାଲୋକରେ ମହିଳାଙ୍କ ବେକରୁ ଝାମ୍ପିନେଲେ ସୁନା ଚେନ୍‌
32
VIEWS
Share on FacebookShare on Twitter

ଉଦଳା, (ବାଘୁଆବାର୍ତ୍ତା): ସ୍ପଷ୍ଟ ଦିବାଲୋକରେ ଲୁଟ୍‌ । ମହିଳାଙ୍କ ବେକରୁ ଝାମ୍ପିନେଲେ ସୁନାଚେନ୍‌ । ମୟୁରଭଞ୍ଜ ଜିଲ୍ଲା ଉଦଳା ଥାନା ଏନ୍‌ଏସିର ୧ ନମ୍ବର ଓ୍ୱାର୍ଡରେ ଏମିତି କିଛି ଘଟଣା ଦେଖିବାକୁ ମିଳିଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସୋମବାର ମଧ୍ୟାହ୍ନରେ ରୀନାରାଣୀ ସେଠୀ ଉଦଳା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ସାମ୍ନା ରାସ୍ତାରେ ଚାଲି ଚାଲି ଯାଉଥିଲେ । ଏହି ସମୟରେ ହଠାତ୍‌ ୩ଜଣ ଯୁବକ ବାଇକ୍‌ରେ ଆସି ଏକ ମୋବାଇଲ୍‌ ନମ୍ବର ବାବଦରେ ପଚାରିଥିଲେ । ରୀନାରାଣୀ କିଛି କହିବା ପୂର୍ବରୁ ଜଣେ ଦୁର୍ବୃତ୍ତ ତାଙ୍କ ବେକରେ ପିନ୍ଧିଥିବା ସୁନାଚେନ୍‌କୁ ଛିଣ୍ଡାଇ ଦେଇଥିଲେ । ଏହାପରେ ଏକ ବାଇକ୍‌ରେ ବସି ସେଠାରୁ ଚମ୍ପଟ ମାରିଥିଲେ । ସେପଟେ ଲୁଟ୍‌ ସଂପର୍କରେ ସୂଚନା ପାଇ ଉଦଳା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି । ଏହି ଲୁଟ୍‌ରେ ୩ଜଣ ସାମିଲ ଥିବା ମହିଳା ଜଣଙ୍କ ଥାନାରେ ଅଭିଯୋଗ କରିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!