Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୫୦୦ ବୋତଲ ଜିଞ୍ଜର ସହ ପିକଅପ୍ ଭ୍ୟାନ୍‌ ଜବତ, ଦୁଇ ଗିରଫ

by ସଞ୍ଜୟ ସ୍ୱାଇଁ
October 17, 2022
in Crime, State
୫୦୦ ବୋତଲ ଜିଞ୍ଜର ସହ ପିକଅପ୍ ଭ୍ୟାନ୍‌ ଜବତ, ଦୁଇ ଗିରଫ
31
VIEWS
Share on FacebookShare on Twitter

ସୋର, (ବାଘୁଆବାର୍ତ୍ତା): ବାଲେଶ୍ୱର ଜିଲ୍ଲା ଖନ୍ତାପଡ଼ା ଥାନା ସେରଗଡ଼ ଜାତୀୟ ରାଜପଥ ନିକଟରୁ ବିପୁଳ ପରିମାଣ ଜିଞ୍ଜର ଜବତ ହୋଇଛି । ଏହି ଘଟଣାରେ ଜଡ଼ିତ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ୍‌ । ଝାଡଖଣ୍ଡରୁ ଜିଞ୍ଜର ବାରମ୍ବାର ଚୋରା ଚାଲାଣ ହେଉଥିବା ଅଭିଯୋଗ ହୋଇ ଆସୁଥିଲା । କୌଣସି ସୁତ୍ରରୁ ଚୋରାରେ ପଶ୍ଚିମବଙ୍ଗରୁ ସୋର ଅଭିମୁଖେ ଏହା ଅସୁଥିବା ଖବର ପାଇ ଅବକାରୀ ବିଭାଗ ଶେରଗଡ ଟୁଲ୍ ଗେଟ୍ ନିକଟରେ ଏକ ପିକଅପ୍‌କୁ ସନ୍ଦେହ କରି ଅଟକା ଯାଇଥିଲା । ଏହାକୁ ଯାଞ୍ଚ କରିବା ପରେ ସେଥିରେ ୫୦୦ ବୋତଲ ଜିଞ୍ଜର ଥିବା ଜାଣିବାକୁ ପାଇଥିଲା ଅବକାରୀ ବିଭାଗ । ୫୦୦ ବୋତଲ ଜିଞ୍ଜର୍ ଜବତ କରିବା ସହ ପିକଅପକୁ ବିଭାଗ ଜବତ କରିଥିବା ସୂଚନା ମିଳିଛି । ଗିରଫ ଦୁଇଜଣ ହେଲେ ସୋର ବାଲିପୁର ଅଞ୍ଚଳର ନିରଞ୍ଜନ ମଲିକ ଓ ସଞ୍ଜୟ ମଲିକ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!