Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୭ ବର୍ଷର ନାତି ସହ ଅଜା ରଖିଲା ଅପ୍ରାକୃତିକ ସମ୍ପର୍କ

by ସଞ୍ଜୟ ସ୍ୱାଇଁ
October 19, 2022
in Crime, State
୭ ବର୍ଷର ନାତି ସହ ଅଜା ରଖିଲା ଅପ୍ରାକୃତିକ ସମ୍ପର୍କ
116
VIEWS
Share on FacebookShare on Twitter

ଉଦଳା, (ବାଘୁଆବାର୍ତ୍ତା): କୁତ୍ସିତ ମାନସିକତା, ହୀନ ଚକ୍ରାନ୍ତ । ନିଜ ଯୌନ ଲାଳସାକୁ ଚରିତାର୍ଥ କରିବାକୁ ବୃଦ୍ଧ ସାଜିଲେ ଯୌନ ରାକ୍ଷାସ । ୭ ବର୍ଷର ନାତିକୁ ଜଙ୍ଗଲକୁ ଡାକି ନେଇ ତା’ ସହ ଅପ୍ରାକୃତିକ ଯୌନ ସମ୍ପର୍କ ରଖିଲେ। ନାବାଳକଜଣକ ଘରେ ଏକଥା ଜଣାଇବା ପରେ ଏହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ପୁଲିସ୍‌ ଅଭିଯୁକ୍ତ ଅଜା ଲିଟୁ ସିଂଙ୍କୁ ଗିରଫ କରିଥିବା ବେଳେ ନାତିଙ୍କ ଅବସ୍ଥା ଗୁରୁତର ରହିଛି। ଏପରି ଅଭାବନୀୟ ଘଟଣା ମୟୂରଭଞ୍ଜ ଜିଲ୍ଲା ଉଦଳା ଥାନା ଅଞ୍ଚଳରେ ଘଟିଛି। ଜଙ୍ଗଲକୁ ପକ୍ଷୀ ଶିକାର କରିବାକୁ ଯିବା କହି ଲିଟୁ ସିଂ ସମ୍ପର୍କୀୟ ୭ ବର୍ଷର ନାତିକୁ ସାଙ୍ଗରେ ଡାକି ନେଇଥିଲେ। ହେଲେ ଜଙ୍ଗଲ ଭିତରେ ଅଜା ସାଜିଲା ଯୌନ ପିଶାଚ । ନାତିକୁ ଧମକ ଦେଇ ତା ସହିତ ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲା। ଜଙ୍ଗଲରୁ ଫେରିବା ପରେ ନାବାଳକ ଜଣକ ପୁରା ଘଟଣା ବାବଦରେ ପରିବାର ଲୋକଙ୍କୁ କହିବା ପରେ ପରିବାର ଲୋକେ ଏ ନେଇ ଉଦଳା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ପୁଲିସ୍‌ ପୀଡ଼ିତ ନାବାଳକଙ୍କ ଡାକ୍ତରୀ ମାଇନା କରିବା ସହ ଅଭିଯୁକ୍ତ ଅଜା ଲିଟୁ ସିଂକୁ ଗିରଫ କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!