Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମହଙ୍ଗା ପଡିଲା ବନକର୍ମଚାରୀଙ୍କୁ ଆକ୍ରମଣ, ତିନି କାଠ ମାଫିଆଙ୍କୁ ବାନ୍ଧିଲା ପୋଲିସ

by ସଞ୍ଜୟ ସ୍ୱାଇଁ
October 19, 2022
in Crime, State
ମହଙ୍ଗା ପଡିଲା ବନକର୍ମଚାରୀଙ୍କୁ ଆକ୍ରମଣ, ତିନି କାଠ ମାଫିଆଙ୍କୁ ବାନ୍ଧିଲା ପୋଲିସ
43
VIEWS
Share on FacebookShare on Twitter

ଆନନ୍ଦପୁର, (ବାଘୁଆବାର୍ତ୍ତା): ମହଙ୍ଗା ପଡିଲା ହତ୍ୟା ଧମକ । କେନ୍ଦୁଝର ଜିଲ୍ଲା ଘଷିପୁରା ଥାନା ପଦ୍ମପୁରା ଗାଁର ତିନି ଜଣ କାଠ ମାଫିଆଙ୍କୁ ଗିରଫ କଲା ପୋଲିସ । ଗିରଫ ବ୍ୟକ୍ତିଙ୍କ ନାମ ରଞ୍ଜନ ସେନା, ଅଙ୍ଗୁର ଜେନା, ପ୍ରତାପ ଜେନା ବୋଲି ଜଣାପଡିଛି । ଖବର ଅନୁଯାୟୀ, ଗତ ୧୬ ତାରିଖ ଦିନ ଆନନ୍ଦପୁର ଉପଖଣ୍ଡ ଦେଓଗାଁ ରେଞ୍ଜ ଅନ୍ତର୍ଗତ ବରମାଳ ବିଟ୍ ଅଧିନ ସଂରକ୍ଷିତ ଜଙ୍ଗଲରୁ କେତେକ କାଠ ମାଫିଆ ଗଛ କାଟୁଥିଲେ । ଯାହାର ଖବର ପାଇ ପହଞ୍ଚିଥିଲେ ବନ କର୍ମଚାରୀ । ହେଲେ ସେଠାରେ ପହଞ୍ଚିବା ପରେ ଓଲଟି ଯାଇଥିଲା ପରିସ୍ଥିତି । ହଠାତ୍‌ ମାଫିଆମନେ ବନକର୍ମଚାରୀଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରିଥିଲେ । ଏପିରିକି ଠେଲାପେଲା ସହ ଗାଳିଗୁଲଜ କରି ଜୀବନରୁ ମାରିଦେବାକୁ ଧମକ ଦେଇଥିଲା । ଏନେଇ ବନବିଭାଗ ପକ୍ଷରୁ ଏକ ମାମଲା ଘଷିପୁରା ଥାନାରେ ଦାୟର ହୋଇଥିଲା । ଆଉ ଏବେ ଏହି ଘଟଣାରେ ତିନିଜଣଙ୍କୁ ଗିରଫ କରିଛି ପୋଲିସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!