Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶ୍ରମ ଅଧିକାରୀଙ୍କ କାର୍ୟ୍ୟାଳୟରେ ପଶି ଜିଲ୍ଲା ଶ୍ରମ ଅଧିକାରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ୬ ଗିରଫ

by ସଞ୍ଜୟ ସ୍ୱାଇଁ
October 19, 2022
in Crime, State
ଶ୍ରମ ଅଧିକାରୀଙ୍କ କାର୍ୟ୍ୟାଳୟରେ ପଶି ଜିଲ୍ଲା ଶ୍ରମ ଅଧିକାରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ୬ ଗିରଫ
94
VIEWS
Share on FacebookShare on Twitter

କେନ୍ଦ୍ରାପଡ଼ା, (ବାଘୁଆବାର୍ତ୍ତା): କେନ୍ଦ୍ରାପଡ଼ା ଜିଲ୍ଲା ଶ୍ରମ ଅଧିକାରୀଙ୍କ କାର୍ୟ୍ୟାଳୟରେ ପଶି ଜିଲ୍ଲା ଶ୍ରମ ଅଧିକାରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ସଦର ପୁଲିସ ୬ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ବୁଧବାର ଅପରାହ୍ନରେ ଶ୍ରମ ଅଧିକାରୀ ଓ ଶ୍ରମିକ ନେତାମାନଙ୍କ ମଧ୍ୟରେ ବିବାଦ ଦେଖା ଦେଇଥିଲା। ଶ୍ରମ କାର୍ୟ୍ୟାଳୟ ଖୋଲିବା ପରେ କୌଣସି କାମରେ ଆସିଥିବା ଶ୍ରମିକ ନେତା କାଞ୍ଚନବାଳା ସ୍ବାଇଁ ଏବଂ ଶ୍ରମ ଅଧିକାରୀ ହରପ୍ରିୟା ନାୟକଙ୍କ ମଧ୍ୟରେ ପୂର୍ବ କଥାକୁ ନେଇ ବଚସା ହୋଇଥିଲା। ପରେ ଉଭୟଙ୍କ ମଧ୍ୟରେ କଥା କଟାକଟି ହେବା ସହ ବିବାଦ ବଢି ଯାଇଥିଲା। ତେବେ ପରିସ୍ଥିତି ଅଣାୟତ ହେବା ପୂର୍ବରୁ ଉପ ଜିଲ୍ଲାପାଳ ଏବଂ ଅନ୍ୟ ବରିଷ୍ଠ ଅଧିକାରୀ ଘଟଣାରେ ହସ୍ତକ୍ଷେପ କରି ପରିସ୍ଥିତିକୁ ଶାନ୍ତ କରିଥିଲେ।ଜିଲ୍ଲା ଶ୍ରମ ଅଧିକାରୀ ଶ୍ରମିକ ନେତାଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଥିବା ବେଳେ ଶ୍ରମିକ ନେତା ମାନେ ଏକଜୁଟ ହୋଇ ଶ୍ରମ ଅଧିକାରୀ ହରପ୍ରିୟା ନାୟକଙ୍କୁ ଆକ୍ରମଣ କରିଥିବା ଡିଭିଜନାଲ ଲେବର କମିଶନ ମହେଶ୍ବର ନାୟକ ଅଭିଯୋଗ କରିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!