Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଣେଇର ତୀର ମାଡ଼ରେ ଶଳା ଗୁରୁତର ଆହତ

by ସଞ୍ଜୟ ସ୍ୱାଇଁ
October 20, 2022
in Crime, State
ଭିଣେଇର ତୀର ମାଡ଼ରେ ଶଳା ଗୁରୁତର ଆହତ
30
VIEWS
Share on FacebookShare on Twitter

ସୋର, (ବାଘୁଆବାର୍ତ୍ତା): ଭିଣେଇର ତୀର ମାଡ଼ରେ ଶଳା ଗୁରୁତର ଆହତ ହୋଇଛନ୍ତି। ଏଭଳି ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ସୋର ଥାନା ଅନ୍ତର୍ଗତ ଶିଙ୍ଗା ଖୁଣ୍ଟା ପଞ୍ଚାୟତରେ। ଗୁରୁତର ସାଲୁ ସିଂଙ୍କୁ ବାଲେଶ୍ଵର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ସାଲୁଙ୍କ ଘର ଫଟାଆମ୍ବ ଗାଁର ବୋଲି ଜଣାଯାଇଛି। ଗତକାଲି ସାଲୁଙ୍କୁ ସହ ତାଙ୍କ ଭିଣୋଇ ମୁଟୁ ସିଂଙ୍କର କୌଣସି କଥାକୁ ନେଇ ଝଗଡ଼ା ହୋଇଥିଲା। ଏଥିରେ ମୁଟୁ ଉତକ୍ଷିପ୍ତ ହୋଇ ସାଲୁଙ୍କୁ ତୀରମାଡ଼ କରିଥିଲେ। ତୀରଟି ସାଲୁଙ୍କ ପିଠିର ପଛପଟେ ବାଜି ଲାଗି ରହିଥିଲା। ସେ ଅଚେତ ହୋଇ ତଳେ ପଡ଼ିଯାଇଥିଲେ। ପରିବାର ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି କରି ୧୦୮ ଆମ୍ବୁଲାନ୍ସ ଯୋଗେ ପ୍ରଥମେ ସୋର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ପରେ ଅବସ୍ଥା ଗୁରୁତର ହେବାରୁ ସାଲୁଙ୍କୁ ବାଲେଶ୍ୱର ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ଏନେଇ ଥାନାରେ କୌଣସି ଅଭିଯୋଗ ହୋଇନାହିଁ। ସାଲୁ ଓ ମୁଟୁ ଗୋଟିଏ ଗାଁରେ ରୁହନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!