Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୪୫ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ବାଣ ତିଆରି ସାମଗ୍ରୀ ଓ ବିଭିନ୍ନ ପ୍ରକାର ବାଣ ସହିତ ଗୋଟିଏ ପିକଅପ୍‌ ଭ୍ୟାନ ଜବତ, ଜଣେ ଗିରଫ

by ସଞ୍ଜୟ ସ୍ୱାଇଁ
October 20, 2022
in Crime, State
୪୫ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ବାଣ ତିଆରି ସାମଗ୍ରୀ ଓ ବିଭିନ୍ନ ପ୍ରକାର ବାଣ ସହିତ ଗୋଟିଏ ପିକଅପ୍‌ ଭ୍ୟାନ ଜବତ, ଜଣେ ଗିରଫ
29
VIEWS
Share on FacebookShare on Twitter

ସାନଖେମୁଣ୍ଡି, (ବାଘୁଆବାର୍ତ୍ତା): ଆଗକୁ ଆଲୋକର ପର୍ବ ଦୀପାବଳି ରହିଥିବା ବେଳେ ଏହି ଅବସରରେ ଅଞ୍ଚଳରେ ବେଆଇନ ବାଣ ବ୍ୟବସାୟ ଉପରେ ରୋକ ଲଗାଇବା ଲାଗି ଗଞ୍ଜାମ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ପୋଲିସ ଜୋରଦାର ଚଢ଼ାଉ ଜାରିରଖିଛି । ସେହିଭଳି ଆଜି ଆସିକା ଥାନା ଅନ୍ତର୍ଗତ ନଳବଣ୍ଟା ଗ୍ରାମର ବିଭିନ୍ନ ସ୍ଥାନରେ ବିପୁଳ ପରିମାଣର ବାଣ ତିଆରି ସାମଗ୍ରୀ ଓ ବାଣ ଗଛିତ ଥିବା ନେଇ ଖବର ପାଇ ପୋଲିସ ଚଢ଼ାଉ କରିଥିଲା । ଏହି ଚଢ଼ାଉ ବେଳେ ପାଖାପାଖି ୪୫ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ବାଣ ତିଆରି ସାମଗ୍ରୀ ଓ ବିଭିନ୍ନ ପ୍ରକାର ବାଣ ସହିତ ଗୋଟିଏ ପିକଅପ୍‌ ଭ୍ୟାନ ଜବତ କରିଥିବା ବେଳେ ଜଣଙ୍କୁ ଗିରଫ କରାଯାଇଥିବା ସୂଚନା ଦେଇଛନ୍ତି ଆସିକା ଥାନା ଅଧିକାରୀ । ଆସିକା ଏସଡିପିଓ, ତହସିଲଦାର ଓ ବହୁ ପୋଲିସଙ୍କ ଉପସ୍ଥିତିରେ ଏହି ଚଢ଼ାଉ କରାଯାଇଥିବା ସୂଚନା ମିଳିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!