Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିଲ୍ଲାପାଳ ଙ୍କ ବିରୋଧରେ ଜାତୀୟ ଜନଜାତି କମିଶନର ଙ୍କ ଆରେଷ୍ଟ ୱାରେଣ୍ଟ ଜାରି

by ସଞ୍ଜୟ ସ୍ୱାଇଁ
October 23, 2022
in Crime, State
ଜିଲ୍ଲାପାଳ ଙ୍କ ବିରୋଧରେ ଜାତୀୟ ଜନଜାତି କମିଶନର ଙ୍କ ଆରେଷ୍ଟ ୱାରେଣ୍ଟ ଜାରି
311
VIEWS
Share on FacebookShare on Twitter

ନୂଆଦିଲ୍ଲୀ/ରାୟଗଡ଼ା, (ବାଘୁଆବାର୍ତ୍ତା): ରାୟଗଡ଼ା ଜିଲ୍ଲାପାଳ ସ୍ଵଧା ଦେବ୍‌ ସିଂହଙ୍କ ବିରୋଧରେ ଜାତୀୟ ଜନଜାତି କମିଶନର ଆରେଷ୍ଟ ୱାରେଣ୍ଟ ଜାରି କରିଛନ୍ତି। ଅକ୍ଟୋବର ୨୭ ଦିନ ୧୧ଟାରେ ତାଙ୍କୁ ଜାତୀୟ ଜନଜାତି ଆୟୋଗ କାର୍ୟ୍ୟାଳୟରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଛି। ଏ ବିଷୟରେ ପୋଲିସ ଡିଜି ସୁନିଲ କୁମାର ବଂଶଲଙ୍କୁ ଚିଠି ଲେଖିଛନ୍ତି। ସୂଚନା ଥାଉକି, ରାୟଗଡ଼ା ଜିଲ୍ଲର କାଶିପୁର ବ୍ଲକ ଅନ୍ତର୍ଗତ ଦ୍ଵିମୁଣ୍ଡି ଗାଆଁର ଆଦିବାସୀମାନେ ଉତ୍କଳ ଆଲୁମିନା ପ୍ରକଳ୍ପ ପାଇଁ ହେଉଥିବା ସମସ୍ୟା ପାଇଁ ଜାତୀୟ ଜନଜାତି ଆୟୋଗଙ୍କ ପାଖରେ ଅଭିଯୋଗ କରିଥିଲେ। ଏହା ପୂର୍ବରୁ ତାଙ୍କୁ ୩ ଥର ସମନ କରାଯାଇଥିଲେ ମଧ୍ୟ ସେ ହାଜର ହୋଇ ନଥିବାରୁ ଆୟୋଗ ଆରେଷ୍ଟ ୱାରେଣ୍ଟ ଜାରି କରିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!