Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୨ ଲକ୍ଷର ଗଞ୍ଜେଇ ଜବତ, ଅଭିଯୁକ୍ତ ଫେରାର

by ସଞ୍ଜୟ ସ୍ୱାଇଁ
October 24, 2022
in Crime, State
୨୨ ଲକ୍ଷର ଗଞ୍ଜେଇ ଜବତ, ଅଭିଯୁକ୍ତ ଫେରାର
44
VIEWS
Share on FacebookShare on Twitter

ଲମତାପୁଟ, (ବାଘୁଆବାର୍ତ୍ତା): ପୁଣି ଲମତାପୁଟ ପୋଲିସ୍ କୁ ବଡ଼ ସଫଳତା । ବାଲେଲ ଗ୍ରାମରେ ଜଣକ ଘର ଭିତରେ ଗଞ୍ଜେଇ ଚୋରା ଚାଲାଣ ପାଇଁ ଗଛିତ ରଖି ପ୍ରସ୍ତୁତି ଚାଲିଥିବା ବେଳେ ବିପୁଳ ପରିମାଣର ଗଞ୍ଜେଇ ଜବତ୍ କରିଛି ପୋଲିସ । ବିଶେଷ ସୂତ୍ରରୁ ଖବର ପାଇ କୋରାପୁଟ ଏସପିଙ୍କ ନିର୍ଦ୍ଦେଶ କ୍ରମେ ନନ୍ଦପୁର ଏସଡିପିଓଙ୍କ ନେତୃତ୍ଵରେ ଲମତାପୁଟ ପୋଲିସ ବାଲେଲ ଗ୍ରାମରେ ଚଢାଉ କରିଥିଲେ । ଘଟଣାସ୍ଥଳରେ ପୋଲିସ ପହଞ୍ଚିବା ଦେଖି ଅନ୍ଧାରର ଶୁଜଗ ନେଇମାଫିଆ ଫେରାର ହୋଇଯାଇଥିଲେ । ଗଛିତ ରଖିଥିବା ୧୦ଟି ବସ୍ତାରେ ପ୍ରାୟ ଦୁଇ କୁଇଁଣ୍ଟାଲ ବାଇଶି କେଜି ଗଂଜେଇ ଥିବା ବେଳେ ଏହାର ମୂଲ୍ୟ ପ୍ରାୟ ବାଇଶି ଲକ୍ଷ ଟଙ୍କା ହେବ ବୋଲି ପୋଲିସ ସୂଚନା ଦେଇଛି । ଏହି ଗଞ୍ଜେଇ ବାହାର ରାଜ୍ୟକୁ ଚୋରା ଚାଲାଣ ପାଇଁ ରଖିଥିବା ଏବଂ ସ୍ଥାନୀୟ ଯୁବକ ସମ୍ପୃକ୍ତି ଥିବା ପୋଲିସ ଜାଣିବାକୁ ପାଇଛି । ଏହି ଗଞ୍ଜେଇ ଚୋରା ଚାଲାଣରେ ସଂପୃକ୍ତ ଥିବା ଘର ମାଲିକଙ୍କ ନାମ ଗୋପନ ରଖିଛି ପୋଲିସ ଏବଂ ସେମାନଙ୍କୁ ଖୁବ୍ ଶୀଘ୍ର ଗିରଫ କରିବା ପାଇଁ ପୋଲିସ ଉଦ୍ୟମ ଆରମ୍ଭ କରିଥିବା ସୂଚନା ଦେଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!